Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»28 ଜିଲ୍ଲାରୁ 1337 ପଜିଟିଭ୍‌, ଜାଣନ୍ତୁ କେଉଁ ଜିଲ୍ଲାରୁ ରହିଛନ୍ତି କେତେ
ଆଜିର ଖବର

28 ଜିଲ୍ଲାରୁ 1337 ପଜିଟିଭ୍‌, ଜାଣନ୍ତୁ କେଉଁ ଜିଲ୍ଲାରୁ ରହିଛନ୍ତି କେତେ

August 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ଆଜି ରାଜ୍ୟର 28ଟି ଜିଲ୍ଲାରୁ ମୋଟ୍‌ 1337ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 201ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଜିଲ୍‌ଲାରୁ 196, କଟକରୁ 168ଜଣ, ସୁନ୍ଦରଗଡରୁ 83, କେଉଁଝରରୁ 80, ଗଜପତିରୁ 75, ପୁରୀରୁ 73, ସମ୍ବଲପୁରରୁ 72, ନୟାଗଡରୁ 60, ମାଲ୍‌କାନଗିରିରୁ 38, କେନ୍ଦ୍ରାପଡାରୁ 37, କୋରାପୁଟ ଓ ବାଲେଶ୍ବରରୁ 31 ଜଣ ଲେଖାଏଁ ଆକ୍ରାନ୍ତ ରହିଛନ୍ତି। ଯାଜପୁରରୁ 24, ଭଦ୍ରକ ଓ ରାୟଗଡାରୁ 22ଜଣ ଲେଖାଏଁ ରହିଥିବାବେଳେ ଜଗତସିଂହପୁରରୁ 21, କନ୍ଧମାଳରୁ 20, ମୟୂରଭଞ୍ଜରୁ 15 ଜଣ ଚିହ୍ନଟ ହୋଇଛନ୍ତି ।  ବରଗଡରୁ 14, କଳାହାଣ୍ଡିରୁ 13, ବଲାଙ୍ଗିରରୁ 11, ଝାରସଗୁଡାରୁ 10, ନବରଙ୍ଗପୁରରୁ 7, ଢେଙ୍କାନାଳରୁ 5, ଅନୁଗୁଳୁରୁ 4, ସୋନପୁରରୁ 3 ଜଣ, ବୌଦ୍ଧରୁ ଜଣେ ରହିଛନ୍ତି ।

cuttack Ganjam khurdha positive
Share. Facebook Twitter LinkedIn Email WhatsApp Copy Link

Related Posts

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Latest News

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026

ଆଜି ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

February 19, 2026

ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର ବିନିମୟ

February 19, 2026

ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହିତ ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.