Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ବେରୁଟ୍ ବିସ୍ଫୋରଣରେ 2750  ଟନ୍ ଆମୋନିୟମ ନାଇଟ୍ରେଟ୍ ବ୍ୟବହୃତ ହୋଇଥିଲା : ଲେବାନନ୍ ପ୍ରଧାନମନ୍ତ୍ରୀ
ଅନ୍ତରାଷ୍ଟ୍ରୀୟ

ବେରୁଟ୍ ବିସ୍ଫୋରଣରେ 2750  ଟନ୍ ଆମୋନିୟମ ନାଇଟ୍ରେଟ୍ ବ୍ୟବହୃତ ହୋଇଥିଲା : ଲେବାନନ୍ ପ୍ରଧାନମନ୍ତ୍ରୀ

August 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେରୁଟ : ଲେବାନନର ବେରୁଟ୍‌ରେ ବିସ୍ଫୋରଣରେ ପ୍ରାୟ  2750 ଟନ୍ ଆମୋନିୟମ ନାଇଟ୍ରେଟ୍ ବ୍ୟବହୃତ ହୋଇଥିବା ନେଇ ଲେବାନନ୍ ପ୍ରଧାନମନ୍ତ୍ରୀ ହସନ୍ ଡିଆବ୍ ସୂଚନା ଦେଇଛନ୍ତି । ବେରୁଟ୍ ବନ୍ଦରର ଏକ ଗୋଦାମ ଘରେ ବିଗତ 6 ବର୍ଷ ଧରି ଏହି ବିସ୍ଫୋରକ ମହଜୁଦ ରହିଥିବା ନେଇ ଲେବାନନ ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି । ଏକ ପ୍ରତିରକ୍ଷା ବୈଠକରେ ପ୍ରଧାନମନ୍ତ୍ରୀ ଏହି ସୂଚନା ପ୍ରଦାନ କରିବା ସହିତ ଏହି ଘଟଣାରେ ସମ୍ପୃକ୍ତ କାହାରିକୁ ବି ଛଡାଯିବ ନାହିଁ ବୋଲି ହସନ ଡିଆବ ପ୍ରକାଶ କରିଛନ୍ତି । ବିନା କୌଣସି ପ୍ରତିଶେଧକ ବ୍ୟବସ୍ଥାରେ ଏକ ଗୋଦାମ ଘରେ 2750 ଟନ୍ ଆମୋନିୟମ ନାଇଟ୍ରେଟ୍ ରଖିବା ଆଦୌ ଗ୍ରହଣୀୟ ନୁହେଁ, ଏହି ଘଟଣାରେ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ସୂଚନାଯୋଗ୍ୟ ଯେ, ବେରୁଟ୍‌ରେ ହୋଇଥିବା ଏହି ଭୟଙ୍କର ବିସ୍ଫୋରଣରେ 78ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ 4 ହଜାରରୁ ଅଧିକ ଆହତ ହୋଇଛନ୍ତି ।(ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026
Latest News

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026

ହୋଲି ପୂର୍ବରୁ ଘରକୁ ଆଣନ୍ତୁ ଏହି ଜିନିଷ: ମାତା ଲକ୍ଷ୍ମୀଙ୍କ ମିଳିବ ଆଶୀର୍ବାଦ

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.