Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାମ୍ମୁକାଶ୍ମୀରରେ ବିଜେପି ସରପଞ୍ଚଙ୍କୁ ହତ୍ୟା କଲେ ଆତଙ୍କବାଦୀ
ଆଜିର ଖବର

ଜାମ୍ମୁକାଶ୍ମୀରରେ ବିଜେପି ସରପଞ୍ଚଙ୍କୁ ହତ୍ୟା କଲେ ଆତଙ୍କବାଦୀ

August 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁକାଶ୍ମୀର : ଜମ୍ମୁ କାଶ୍ମୀରରେ ପୁଣି ଜଣେ ସରପଞ୍ଚକୁ ଆତଙ୍କୀମାନେ ହତ୍ୟା କରିଛନ୍ତି । କୁଲଗାମ ଜିଲ୍ଲା କାଞ୍ଜିଗୁଣ୍ଡ ବ୍ଲକର ଭେସୁ ଗ୍ରାମରେ ଭାରତୀୟ ଜନତା ପାର୍ଟିର ସରପଞ୍ଚଙ୍କୁ ଗୁରୁବାର ଦିନ ଆତଙ୍କୀମାନେ ଗୁଳି କରିଥିଲେ । ଗୁରୁତର ଅବସ୍ଥାରେ ବିଜେପି ସରପଞ୍ଚଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିବାବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷିତ କରିଥିଲେ । ମୃତ ସରପଞ୍ଚ ଜଣକ ହେଉଛନ୍ତି ସଜାଦ ଅହମ୍ମଦ ଖାଣ୍ଡେ । ଗତ 48 ଘଣ୍ଟା ମଧ୍ୟରେ ଦ୍ବିତୀୟ ବିଜେପି ସରପଞ୍ଚ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି ।

ପୂର୍ବରୁ ଅଗଷ୍ଟ 4 ତାରିଖ ସନ୍ଧ୍ୟାରେ କାଞ୍ଜିଗୁଡା ଅଖରାନରେ ଆତଙ୍କୀମାନେ ବିଜେପିର ଅନ୍ୟ ଏକ ସରପଞ୍ଚ ଆରିଫ୍‌ ଅହମ୍ମଦକୁ ଆକ୍ରମଣ କରିଥିଲେ । ସେ ଗୁରୁତର ହୋଇଛନ୍ତି । ଏହା ପୂର୍ବରୁ ଅନନ୍ତନାଗ ଜିଲ୍ଲାରେ ଆତଙ୍କବାଦୀମାନେ ଜୁନ୍‌ 8 ତାରିଖର ଜଣେ କାଶ୍ମୀର ପଣ୍ଡିତ ସରପଞ୍ଚଙ୍କୁ ଗୁଳି କରି ହତ୍ୟା କରିଥିଲେ । ଲଶ୍କର-ଏ-ତୋଏବା ସହ ଜଡିତ ସଙ୍ଗଠନ ଦ ରେଜିଣ୍ଟେନ୍ସ ଫ୍ରଣ୍ଟ ଏହି ହତ୍ୟାକାଣ୍ଡ ପାଇଁ ନିଜକୁ ଦାୟୀ କରିଛି । (ଏଜେନ୍ସି)

attack
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.