Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର ସଦର ମହକୁମାକୁ ରେଳପଥ ସଂଯୋଗ ଦାବୀରେ କେନ୍ଦ୍ରମନ୍ତ୍ରୀଙ୍କୁ ଦାବୀପତ୍ର
ଆଜିର ଖବର

ଜଗତସିଂହପୁର ସଦର ମହକୁମାକୁ ରେଳପଥ ସଂଯୋଗ ଦାବୀରେ କେନ୍ଦ୍ରମନ୍ତ୍ରୀଙ୍କୁ ଦାବୀପତ୍ର

August 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର :ଜଗତସିଂହପୁର ଜିଲ୍ଲା ସଦର ମହକୁମାକୁ ରେଳପଥ ସଂଯୋଗ କରାଯିବା ନିମନ୍ତେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜଗତସିଂହପୁର ବିଜେପି ଜିଲ୍ଲା ସଭାପତି ସତ୍ୟବ୍ରତ ମହାପାତ୍ରଙ୍କ ଜରିଆରେ ଆଜି ପ୍ରଦାନ କରାଯାଇଛି। କଟକ -ପାରାଦ୍ବୀପ ରେଳପଥର ଛପଡା ଷ୍ଟେସନରୁ ଜଗତସିଂହପୁର ସର୍କିଟ ହାଉସ୍,କାଳିଆବରା,ଆଳିପିଙ୍ଗଳ, ସିଠାଳୋ ଦେଇ ବାରଙ୍ଗ ଅସ୍ତରଙ୍ଗ ରେଳପଥର ନିଆଳି ରୋଡ୍ ଷ୍ଟେସନ(ବାହାରଣା)କୁ ଏହି ରେଳପଥ ସଂଯୋଗ କରାଯିବା ନିମନ୍ତେ ଦାବୀ ହୋଇଛି।

ଏନେଇ ପୂର୍ବରୁ ୧୧.୦୪.୨୦୧୮ ରିଖରେ ଜିଲ୍ଲାପାଳ ଜଗତସିଂହପୁରଙ୍କ ଜରିଆରେ ୧୭.୦୪.୨୦୧୮ ରିଖରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନରଙ୍କ ଜରିଆରେ, ୨୬.୦୪.୨୦୧୮ରିଖରେ ମୁଖ୍ୟ ଶାସନ ସଚିବ ଓଡିଶାଙ୍କ ଜରିଆରେ କରାଯାଇଥିବା ଗଣ ନିବେଦନ ଏବଂ ୧୬.୦୫.୨୦୧୮ରିଖରେ ମୁଖ୍ୟମନ୍ତ୍ରୀଙ୍କ ଜରିଆରେ ଦାବୀପତ୍ର,୨୩.୦୭.୨୦୧୮ରିଖରେ ରାଜ୍ୟପାଳ ଓଡିଶାଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ନିକଟକୁ ଦାବୀପତ୍ର,୧୨.୧୦.୨୦୧୮ ରିଖରେ ମୁଖ୍ୟମନ୍ତ୍ରୀଙ୍କ ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ ନିବେଦନ ଓ ୧୮.୦୧.୨୦୨୦ ରିଖରେ ପ୍ରଧାନମନ୍ତ୍ରୀଙ୍କୁ ଲିଖିତ ଗଣ ନିବେଦନ କରାଯାଇଥିଲା। ଏହି ଅବସରରେ ଅଭିଯାନର କର୍ମକର୍ତ୍ତା ଅରୁଣ ଆଚାର୍ଯ୍ୟ, ଗବେଷକ ଧୃତିଧର ଦାସ, ସଂଯୋଜକ ସରୋଜ ନାୟକ, ସାମ୍ବାଦିକ ବେଣୁଧର ନାୟକ, କୈଳାସ ସାହୁ, ସୁବାସ ସ୍ୱାଇଁ,ଅଜୟ ଜେନା, ଜ୍ୟୋତି ରଞ୍ଜନ ପରିଡ଼ା, ମନୋଜ ଦାସ, ବିଜେପି ମୁଖପାତ୍ର ଗଣେଶ୍ଵର ମହାନ୍ତି, ତପନ ସ୍ୱାଇଁ ଓ ପ୍ରଶାନ୍ତ ସ୍ୱାଇଁ ପ୍ରମୁଖ ଯୋଗଦେଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026
Latest News

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.