Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ବାସକ୍ରିୟା ଜନିତ ସମସ୍ୟା ଯୋଗୁଁ ହସ୍‌ପିଟାଲରେ ସଞ୍ଜୁବାବା : ସୁସ୍ଥ ଥିବା ନେଇ ଦେଲେ ବାର୍ତ୍ତା
ଆଜିର ଖବର

ଶ୍ବାସକ୍ରିୟା ଜନିତ ସମସ୍ୟା ଯୋଗୁଁ ହସ୍‌ପିଟାଲରେ ସଞ୍ଜୁବାବା : ସୁସ୍ଥ ଥିବା ନେଇ ଦେଲେ ବାର୍ତ୍ତା

August 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଶ୍ୱାସକ୍ରିୟା ଜନିତ ଅସୁବିଧାର ସମ୍ମୁଖୀନ ହେବା ପରେ ଶନିବାର ରାତି ଲୀଲାବତୀ ହସ୍‌ପିଟାଲରେ ଭର୍ତ୍ତି ହୋଇଛନ୍ତି ବଲିଉଡ ଅଭିନେତା ସଂଜୟ ଦତ୍ତ ।  61 ବର୍ଷୀୟ  ସଂଜୟ ଦତ୍ତ କୋଭିଡ-19 ଟେଷ୍ଟ ନେଗେଟିଭ୍‌ ଆସିଛି ।

ହସ୍ପିଟାଲରେ ଭର୍ତ୍ତି ହେବା ପରେ ସଞ୍ଜୁବାବା ନିଜ ଫ୍ୟାନ୍ସମାନଙ୍କୁ ଆଶ୍ବସ୍ତିକର ବାର୍ତ୍ତା ଦେଇଛନ୍ତି । ସଂଜୟ ଦତ୍ତ ଟୁଇଟର ଏବଂ ଇନଷ୍ଟ୍ରାଗ୍ରାମରେ ଲେଖିଛନ୍ତି, ସମସ୍ତଙ୍କୁ ଆଶ୍ୱସ୍ତି ଦେବାକୁ ଚାହୁଁଛି ଯେ, ମୁଁ ଠିକ ଅଛି । ଲୀଲାବତୀ ହସ୍‌ପିଟାଲରେ ଡାକ୍ତର, ନର୍ସ ଏବଂ କର୍ମଚାରୀ ପୂର୍ଣ୍ଣ ସହଯୋଗ କରୁଛନ୍ତି । ଏଠାରୁ ସଂପୂର୍ଣ୍ଣ ଠିକ ହୋଇ ଦିନେ ଦୁଇ ଦିନ ମଧ୍ୟରେ ଘରକୁ ଯିବ । ଆପଣମାନଙ୍କର ଶୁଭେଚ୍ଛା ପାଇଁ ଧନ୍ୟବାଦ। ଆପଣ ମଧ୍ୟ ସୁରକ୍ଷିତ ରୁହନ୍ତୁ ବୋଲି କହିଛନ୍ତି ସଞ୍ଜୁ ବାବା । ବହୁ ପ୍ରତୀକ୍ଷିତ ଫିଲ୍ମ ‘କେଜିଏଫ୍‌ – ଚାପ୍ଟର 2’ରେ ଅଧୀରା ଭୂମିକାରେ ନଜର ଆସୁଛନ୍ତି ସଞ୍ଜୟ ଦତ୍ତ । (ଏଜେନ୍ସି)

hospital sanjaydutt
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.