Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 29ଟି ଜିଲ୍ଲାରୁ 1734 ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

ଆଜି 29ଟି ଜିଲ୍ଲାରୁ 1734 ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ରହିଛନ୍ତି ଆକ୍ରାନ୍ତ

August 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ମୋଟ୍‌ 1734ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ମୋଟ୍‌ 29ଟି ଜିଲ୍ଲାରୁ ଆଜି 1734ଜଣ କରୋନା ଆକ୍ରାନ୍ତଚିହ୍ନଟ ହୋଇଛନ୍ତି। ଆଜି ଗଞ୍ଜାମକୁ ଟପି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ 342 ଜଣ ଚିହ୍ନଟ ହୋଇଥିବାବେଳେ ଗଞ୍ଜାମରୁ 222, କଟକରୁ 177, ସୁନ୍ଦରଗଡରୁ 126, ନୟାଗଡରୁ 106, ଗଜପତିରୁ85, ବାଲେଶ୍ବରରୁ 73, କେରାପୁଟରୁ 60, କନ୍ଧମାଳରୁ 59, ଭଦ୍ରକରୁ 58, ପୁରୀରୁ 55, ମାଲକାନଗିରିରୁ 52, ବରଗଡରୁ 51,  ଯାଜପୁରରୁ 38, ମୟୂରଭଞ୍ଜରୁ 35, ଢେଙ୍କାନାଳରୁ 29, କେଉଁଝରରୁ 27,  କଳାହାଣ୍ଡିରୁ 24, ନୂଆପଡାରୁ 22, ରାୟଗଡାରୁ 18,  ସମ୍ବଲପୁରରୁ 14, ସୋନପୁର ଓ ନବରଙ୍ଗପୁରରୁ 13ଜଣ ଲେଖାଏଁ ଥିବାବେଳେ, ଜଗତସିଂହପୁରରୁ 12, ବଲାଙ୍ଗିର ଓ ଝାରସୁଗୁଡାରୁ 6 ଜଣ ଲେଖାଏଁ ରହିଥିବାବେଳେ ଦେବଗଡରୁ 5, ଅନୁଗୁଳରୁ 4, କେନ୍ଦ୍ରାପଡାରୁ 2 ଜଣ ରହିଛନ୍ତି।

corona Odisha possitive cases
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Latest News

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026

ସୋଆ ଆଇଏଏସ୍ ପକ୍ଷରୁ ବିଶ୍ୱ ଡାଲି ଦିବସ ପାଳିତ

February 11, 2026

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.