Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ : ପାସ୍‌ ହାର 70.21 ପ୍ରତିଶତ
ଆଜିର ଖବର

ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ : ପାସ୍‌ ହାର 70.21 ପ୍ରତିଶତ

August 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ । ଚଳିତ ବର୍ଷ 70.21% ଛାତ୍ରଛଶତ୍ରୀ ପାସ୍‌ କରିଥିବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ। ଚଳିତ ବର୍ଷ ମୋଟ୍‌ 97 ହଜାର 377 ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବାବେଳେ  ପାସ୍‌ କରିଛନ୍ତି 68 ହଜାର 374 ଜଣ । ସେହିପରି ଚଳିତ ବର୍ଷ ଛାତ୍ରଙ୍କ ପାସ୍‌ ହାର 39ପ୍ରତିଶତ ରହିଥିବାବେଳେ ଛାତ୍ରୀ ପାସ୍‌ 31 ପ୍ରତିଶତ ରହିଛି ।  38 ହଜାର 301 ଜଣ ଛାତ୍ର କୃତକାର୍ଯ୍ୟ ହୋଇଥିବାବେଳେ 30 ହଜାର 073 ଜଣ ଛାତ୍ରୀ ପାସ୍‌ କରିଛନ୍ତି ।  25 ହଜାର 339 ଜଣ ଛାତ୍ରଛାତ୍ରୀ ଫାଷ୍ଟ ଡିଭିଜନ୍‌ରେ ପାସ୍‌ ହୋଇଥିବାବେଳେ 24 ହଜାର 121 ଜଣ ଦ୍ବିତ୍ରୀୟ ଶ୍ରେଣୀରେ କୃତକାର୍ଯ୍ୟ ହୋଇଛନ୍ତି। ତୃତୀୟ ଶ୍ରେଣୀରେ 18 ହଜାର 268 ଜଣ ପାସ୍‌ କରିଛନ୍ତି ।

ସେହିପରି 137 ଜଣ ଛାତ୍ରଛାତ୍ରୀ 90 ପ୍ରତିଶତରୁ ଅଧିକ ମାର୍କ ରଖି କୃତକାର୍ଯ୍ୟ ହୋଇଛନ୍ତି । ନୟାଗଡ ଜିଲ୍ଲାରେ ସର୍ବାଧିକ ପାସ୍‌ ହାର 86.51% ରହିଥିବାବେଳେ ଝାରସୁଗୁଡାରେ ସର୍ବନିମ୍ନ ପାସ୍‌ ହାର୍‌ 40.71% ରହିଛି । 15 ଟି କଲେଜରେ କେହି ଜଣେ ବି ପାସ୍‌ କରି ନାହାନ୍ତି  ବୋଲି ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Latest News

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.