Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାଇରାଲ୍ ଅଡିଓ ମାମଲା : ଦୁଇ ଅଭିଯୁକ୍ତଙ୍କୁ ମିଳିଲା ଜାମିନ
ଆଜିର ଖବର

ଭାଇରାଲ୍ ଅଡିଓ ମାମଲା : ଦୁଇ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

August 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ଭାଇରାଲ୍ ଅଡିଓ ମାମଲାରେ ଗିରଫ ହୋଇଥିବା ଦୁଇ ଅଭିଯୁକ୍ତଙ୍କୁ ଆଜି ଜାମିନ ମିଳିଛି । ଭୁବନେଶ୍ୱର ସ୍ଥିତ ଏସଡିଜିଏମ୍ କୋର୍ଟରୁ ଉଭୟଙ୍କୁ ଜାମିନ ମିଳିଛି । ଲକ୍ଷ୍ମୀକାନ୍ତ ଓ ବିଶ୍ୱଜିତଙ୍କ ରିମାଣ୍ଡ ଅବଧି ସରିବା ପୂର୍ବରୁ ଆଜି ଉଭୟଙ୍କୁ ଜାମିନ ମିଳିଛି । ଲକ୍ଷ୍ମୀକାନ୍ତ ବେହେରା ଓ ବିଶ୍ୱଜିତ ମହାନ୍ତିଙ୍କୁ ଜଣେ ଜାମିନଦାର ଓ 10ହଜାର ଟଙ୍କା ମୁଚାଲିକାରେ ଜାମିନ ପ୍ରଦାନ କରାଯାଇଛି । ଜାମିନ ନେଇ ଲକ୍ଷ୍ମୀକାନ୍ତଙ୍କ ଓକିଲ ଶିଳାଭଦ୍ର ଶାସ୍ତ୍ରୀଙ୍କ ପକ୍ଷରୁ ପ୍ରକାଶ ।

ତିନିଦିନିଆ ପୋଲିସ୍‌ ରିମାଣ୍ଡ ସରିବା ପୂର୍ବରୁ ଉଭୟଙ୍କୁଜାମିନ୍‌ ମିଳିଛି । କରୋନା ଅନୁଭୂତି ସମ୍ପର୍କିତ ଅଡିଓ ନେଇ ପୋଲିସ୍‌ ଗିରଫ କରିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

‘ତୈଳ କ୍ରୟ ସମ୍ପର୍କରେ ପାଶ୍ଚାତ୍ୟ ଦେଶଗୁଡ଼ିକର ଦୋମୁହାଁ ନୀତି’: ଆମେରିକାକୁ ଟାର୍ଗେଟ କଲା ଭାରତ

June 12, 2026

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ନିର୍ଦ୍ବନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହେବାପରେ ବିଜେପି ତରଫରୁ ଦେବାଶିଷଙ୍କୁ ସ୍ବାଗତ

June 12, 2026
Latest News

‘ତୈଳ କ୍ରୟ ସମ୍ପର୍କରେ ପାଶ୍ଚାତ୍ୟ ଦେଶଗୁଡ଼ିକର ଦୋମୁହାଁ ନୀତି’: ଆମେରିକାକୁ ଟାର୍ଗେଟ କଲା ଭାରତ

June 12, 2026

ଆଜିଠୁ ମହିଳା ଟି-୨୦ ବିଶ୍ୱକପ୍: ଅଧୁରା ସ୍ୱପ୍ନ ପୂରଣ କରିପାରିବ କି ଟିମ୍ ଇଣ୍ଡିଆ?

June 12, 2026

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026

ରାଜ୍ୟସଭା ନିର୍ବାଚନ: କର୍ଣ୍ଣାଟକରେ କଂଗ୍ରେସ, ମଧ୍ୟପ୍ରଦେଶରେ ବିଜେପିର ନିର୍ବିରୋଧ ବିଜୟ

June 12, 2026

ନିର୍ଦ୍ବନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହେବାପରେ ବିଜେପି ତରଫରୁ ଦେବାଶିଷଙ୍କୁ ସ୍ବାଗତ

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.