Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କାଳୁପଡାଠାରେ ଆର.ଏସ୍‌.ଏସ୍‌ ଏବଂ ଦି ବ୍ଲଡ ଡୋନର୍ସ ଓଡ଼ିଶା ତରଫରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ
ଆଞ୍ଚଳିକ

କାଳୁପଡାଠାରେ ଆର.ଏସ୍‌.ଏସ୍‌ ଏବଂ ଦି ବ୍ଲଡ ଡୋନର୍ସ ଓଡ଼ିଶା ତରଫରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

August 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ଟାଙ୍ଗୀ: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଶ୍ରୀ ଗୁରୁଜୀ ସାପ୍ତାହିକ ମିଳନ, କାଳୁପଡା ଆନୁକୁଲ୍ୟରେ ଭାରତୀୟ ବିଦ୍ୟା ନିକେତନ ପରିସରରେ ମଣ୍ଡଳ ପ୍ରମୁଖ ପ୍ରଭାକର ବିଶ୍ବାଳଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଜରିପଡା ପଞ୍ଚାୟତର ସରପଞ୍ଚ ଉମାକାନ୍ତ ବେହେରା ପ୍ରଦୀପ ପ୍ରଜ୍ବଳନ କରି ଉଦ୍‌ଘାଟନ କରିଥିଲେ।


’ଦି ବ୍ଲଡ ଡୋନର୍ସ ଓଡ଼ିଶା’ ସଙ୍ଗଠନ ତରଫରୁ ସଭାପତି ରଞ୍ଜନ କୁମାର ମହାପାତ୍ରଙ୍କ ସହଯୋଗରେ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାକେନ୍ଦ୍ରର ରକ୍ତ ଭଣ୍ଡାର ଅଧିକାରୀ ଡ. ସ୍ବରୂପ ସାହୁ, ଲାବୋରେଟାରୀ ଟେକ୍‌ନସିଆନ ଅରୁଣ କୁମାର ସାହୁ, ଷ୍ଟାଫ୍‌ ନର୍ସ ଶ୍ବେତାଲିନ୍‌ ଜେନା, ଅମରଜ୍ୟୋତି ମହାପାତ୍ର, ରଶ୍ମିକାନ୍ତ ମହାରଣା, ବଳରାମ ନାୟକ ପ୍ରମୁଖ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଏହି ରକ୍ତଦାନ ଶିବିରରୁ ମୋଟ୍‌ ୫୦ ୟୁନିଟ୍‌ ରକ୍ତ ସଂଗ୍ରହ କରାଯାଇଥିବାର ସୂଚନା ରହିଛି। ଅନ୍ୟମାନଙ୍କ ମଧ୍ୟରେ ସଞ୍ଜୟ ଘଡାଇ, ମାନସ ମହାରଣା, ସୌମ୍ୟ ରଞ୍ଜନ ପୁରୋହିତ, ସନ୍ତୋଷ ପାତ୍ର,ସୁଧାଂଶୁ ବେହେରା, ଅଶୋକ ମହାପାତ୍ର, ସୁଶାନ୍ତ ବେହେରା, ଦୀପକ ବେହେରା, ଗୁନା ବେହେରା, ଅଶୋକ ନାୟକ, ସାଗର ସାହୁ, ଝରଣା ବେହେରା ପ୍ରମୁଖ ରକ୍ତଦାନ କରିଥିଲେ।

ସେହିପରି ସନ୍ତୋଷ ସାହୁ, ନକୁଳ ବେହେରା, ଜୀମୂତଜୟ ମତ୍ତଗଜ ସିଂହ, ଲଳିତନାରାୟଣ ମହାପାତ୍ର, ପ୍ରଫୁଲ୍ଲ ପ୍ରଧାନ, ଗୌରୀ ବେହେରା, ନିଲୁ ସାହୁ, ସ୍ବପ୍ନେଶ ପାତ୍ର, ଦୀପକ ବେହେରା, ମିଥୁନ ବେହେରା, ସ୍ବପ୍ନସରିତ୍‌ ବଳିୟାରସିଂହ, ରାମଚନ୍ଦ୍ର ଭୋଳ, ମାନସ ଜେନା, ଭଗବାନ ଗୁରୁ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ସମସ୍ତ ରକ୍ତଦାତାଙ୍କୁ ପ୍ରମାଣ ପତ୍ର ପ୍ରଦାନକରାଯାଇଥିଲା। କାର୍ଯ୍ୟକ୍ରମରେ ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ସହିତ ସାନିଟାଇଜେସନ୍‌ ଉପରେ ଗୁରୁତ୍ବ ଦିଆଯାଇଥିଲା।

blood donation camp RSS
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026

କଟକ ମେଡିକାଲ ଅଗ୍ନିକାଣ୍ଡ ଘଟଣା, ମୃତକଙ୍କ ପରିବାର ବର୍ଗଙ୍କୁ ୨୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.