Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାତା ବୈଷ୍ଣୋ ଦେବୀ ମନ୍ଦିରରେ ବ୍ୟାପିଲା କରୋନା : ତିନି ପୂଜାରୀଙ୍କ ସମେତ 22ଜଣ ସଂକ୍ରମିତ
ଆଜିର ଖବର

ମାତା ବୈଷ୍ଣୋ ଦେବୀ ମନ୍ଦିରରେ ବ୍ୟାପିଲା କରୋନା : ତିନି ପୂଜାରୀଙ୍କ ସମେତ 22ଜଣ ସଂକ୍ରମିତ

August 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁକାଶ୍ମୀର : ପ୍ରାୟ ପାଞ୍ଚ ମାସ ପରେ ରବିବାର ଦିନ ମାତା ବୈଷ୍ଣୋଦେବୀଙ୍କର ଯାତ୍ରା ଆରମ୍ଭ ହୋଇଛି । କିନ୍ତୁ ଏହି ଯାତ୍ରା ଆରମ୍ଭ ରୁ କରୋନା ସଂକ୍ରମଣର ମାମଲା ସାମ୍ନାକୁ ଆସିଛି । ବୈଷ୍ଣୋ ଦେବୀ ମନ୍ଦିର ପରିସରରେ କରୋନା ବ୍ୟାପିବାରେ ଲାଗିଛି । ପ୍ରଦେଶର ସ୍ବାସ୍ଥ୍ୟ ବିଭାଗ ଦ୍ବାରା ଜାରି କରାଯାଇଥିବା ପରିସଂଖ୍ୟାନ ଅନୁସାରେ ସୋମବାର ସନ୍ଧ୍ୟାରେ ମାତା ବୈଷ୍ଣୋଦେବୀ ମନ୍ଦିର ପରିସରରେ 22ଟି ନୂତନ କରୋନା ମାମଲା ସାମ୍ନାକୁ ଆସିଛି । ଏହା ପୂର୍ବରୁ ରବିବାର ଦିନ ପ୍ରାୟ 20ଟି ସଂକ୍ରମଣ ମାମଲା ସାମ୍ନକୁ ଆସିଥିଲା ।

ମିଳିଥିବା ସୂଚନା ଅନୁସାରେ ମନ୍ଦିର ପରିସରର ତିନି ପୂଜାରୀ, ଚାରି ପୋଲିସ୍‌ କର୍ମୀ, ମାତା ବୈଷ୍ଣୋଦେବୀ  ସ୍ରାଇନ୍‌ ବୋର୍ଡର ଆଟେଣ୍ଡାଣ୍ଟ  ଓ ସୁରକ୍ଷା କର୍ମୀ ସାମିଲ୍‌ ରହିଛନ୍ତି ।  ମନ୍ଦିର ପରିସରରେ କରୋନା ମାମଲା ବୃଦ୍ଧି ହୋଇଥିବାବେଳେ ସ୍ରାଇନ୍‌ ବୋର୍ଡ ଭବନରେ ହିଁ କୋଭିଡ୍‌ କେୟାରର ବ୍ୟବସ୍ଥା ଆରମ୍ଭକରିବା ସହିତ ସମସ୍ତ ସଂକ୍ରମିତଙ୍କୁ ଏକ ଭବନରେ ରଖାଯାଇଛି । ସୋମବାର ଦିନ ପ୍ରାୟ 200 ଜଣ ବୈଷ୍ଣୋ ଦେବୀଙ୍କ ଦର୍ଶନ କରିଥିଲେ । (ଏଜେନ୍ସି)

coronapositive
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.