Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତେଲେଙ୍ଗାନା ହାଇଡ୍ରୋଇଲେକ୍ଟ୍ରିକ୍ କାରଖାନାରେ ଅଗ୍ନିକାଣ୍ଡ : 6 ମୃତ,ତିନି ନିଖୋଜ
ଆଜିର ଖବର

ତେଲେଙ୍ଗାନା ହାଇଡ୍ରୋଇଲେକ୍ଟ୍ରିକ୍ କାରଖାନାରେ ଅଗ୍ନିକାଣ୍ଡ : 6 ମୃତ,ତିନି ନିଖୋଜ

August 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ତେଲେଙ୍ଗାନା : ତେଲେଙ୍ଗାନା ଶ୍ରୀସାଇଲାମର ହାଇଡ୍ରୋଇଲେକ୍ଟ୍ରିକ୍‌ ପାୱାର୍ ୟୁନିଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣାରେ 6 ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଟିମ୍ ଦ୍ୱାରା ସେମାନଙ୍କର ମୃତଦେହକୁ ଟାଣି ବାହାର କରାଯାଇଛି। ପ୍ଲାଣ୍ଟରେ ଅଗ୍ନିକାଣ୍ଡ ବେଳେ 9 ଜଣ କର୍ମଚାରୀ ଫସି ରହିଥିଲେ । ସେହି 9 ଜଣଙ୍କ ମଧ୍ୟରୁ6 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ 3 ଜଣ ଏବେ ବି ନିଖୋଜ ଅଛନ୍ତି। ସେମାନଙ୍କୁ ଖୋଜା ଚାଲିଛି। ଏନଡିଆରଏଫ୍ ଏବଂ ଅଗ୍ନିଶମ ବିଭାଗ ପକ୍ଷରୁ ମିଳିତ ଭାବରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ସୂଚନାଯୋଗ୍ୟ, ତେଲେଙ୍ଗାନା ଏବଂ ଆନ୍ଧ୍ରପ୍ରଦେଶ ସୀମାରେ ରହିଥିବା ହାଇଡ୍ରୋଇଲେକ୍ଟ୍ରିକ୍ କାରଖାନାରେ ନିଆଁ ଲାଗିବା ସମୟରେ 19 ଜଣ ଲୋକ ଉପସ୍ଥିତ ଥିଲେ । ଅଗ୍ନିକାଣ୍ଡ ସମୟରେ 10 ଜଣ ଲୋକ ଜୀବନ ବଞ୍ଚାଇ ପଳାଇ ଆସିଥିବା ବେଳେ ଅନ୍ୟ 9 ଜଣ ଫସି ରହିଥିଲେ । ଫସି ରହିଥିବା 9ଜଣଙ୍କ ମଧ୍ୟରେ ଜଣେ ଡିଭିଜନ ଇଞ୍ଜିନିୟର, ଚାରି ଜଣ ସହକାରୀ ଇଞ୍ଜିନିୟର, ଦୁଇ ଜଣ ଅଫିସ କର୍ମଚାରୀ ଏବଂ ଅମର ରାଜା ବ୍ୟାଟେରୀର ଦୁଇ ଜଣ କର୍ମଚାରୀ ଉପସ୍ଥିତ ରହିଥିଲେ । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଯାତ୍ରୀବାହୀ ବସ୍‌ ଉପରେ ଆତଙ୍କୀ ଗୁଳିମାଡ଼ : ୭ ମୃତ, ୪ ଆହତ

October 1, 2026

ଫାଇନାଲରେ ପହଞ୍ଚିଲା ଟିମ ଇଣ୍ଡିଆ: ସ୍ୱର୍ଣ୍ଣ ପଦକ ପାଇଁ ଭାରତ ଏବଂ ପାକିସ୍ତାନ ମୁକାବିଲା

October 1, 2026

ଭାରସାମ୍ୟ ହରାଇ ଘାଟିରୁ ଖସିଲା ବୋଲେରୋ: ଜଣେ ମୃତ, ୫ ଗୁରୁତର

October 1, 2026

ପାର୍ବଣ ଋତୁରେ ମହଙ୍ଗା ହେବ ନାହିଁ ଚିନି; ବିକ୍ରୟ କୋଟା ବୃଦ୍ଧି କଲେ ସରକାର 

October 1, 2026
Latest News

ଯାତ୍ରୀବାହୀ ବସ୍‌ ଉପରେ ଆତଙ୍କୀ ଗୁଳିମାଡ଼ : ୭ ମୃତ, ୪ ଆହତ

October 1, 2026

ଫାଇନାଲରେ ପହଞ୍ଚିଲା ଟିମ ଇଣ୍ଡିଆ: ସ୍ୱର୍ଣ୍ଣ ପଦକ ପାଇଁ ଭାରତ ଏବଂ ପାକିସ୍ତାନ ମୁକାବିଲା

October 1, 2026

ଭାରସାମ୍ୟ ହରାଇ ଘାଟିରୁ ଖସିଲା ବୋଲେରୋ: ଜଣେ ମୃତ, ୫ ଗୁରୁତର

October 1, 2026

ଭୁବନେଶ୍ୱରକୁ ଦେଶର ନମ୍ବର ୱାନ୍ ସ୍ୱଚ୍ଛ ସହର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

October 1, 2026

ପାର୍ବଣ ଋତୁରେ ମହଙ୍ଗା ହେବ ନାହିଁ ଚିନି; ବିକ୍ରୟ କୋଟା ବୃଦ୍ଧି କଲେ ସରକାର 

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.