Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆରୋଗ୍ୟ ଲାଭ କଲେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ: ଆରୋଗ୍ୟ ସଂଖ୍ୟା ୫୦ ହଜାର ଡେଇଁଲା
ଆଜିର ଖବର

ରାଜ୍ୟରେ ଆରୋଗ୍ୟ ଲାଭ କଲେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ: ଆରୋଗ୍ୟ ସଂଖ୍ୟା ୫୦ ହଜାର ଡେଇଁଲା

August 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରେ ୧୯୨୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୨୪୬ ଜଣ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମରୁ ୧୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ନୟାଗଡରୁ ୧୫୧, ରାୟଗଡାରୁ ୧୪୬, ସୁନ୍ଦରଗଡରୁ ୧୦୮, କନ୍ଧମାଳରୁ ୧୦୧, ଢେଙ୍କାନାଳରୁ ୯୫, ମୟୂରଭଞ୍ଜରୁ ୮୮, କୋରାପୁଟରୁ ୮୬, କଟକରୁ ୭୮, ପୁରୀରୁ ୭୭, ବଲାଙ୍ଗୀରିରୁ ୭୫, ଯାଜପୁରରୁ ୭୪, ବାଲେଶ୍ବରରୁ ୭୦, ମାଲକାନଗିରିରୁ ୪୩, ନବରଙ୍ଗପୁରରୁ ୪୦, ଗଜପତିରୁ ୩୪, ଜଗତସିଂହପୁରରୁ୩୦, ଭଦ୍ରକରୁ ୨୮, ନୂଆପଡାରୁ ୨୭, କଳାହାଣ୍ଡିରୁ ୨୧, କେନ୍ଦ୍ରାପଡାରୁ ୧୯, କେଉଁଝରରୁ ୧୮, ଦେବଗଡରୁ ୧୭, ଝାରସୁଗୁଡାରୁ ୧୩, ବରଗଡରୁ ୧୨, ବୌଦ୍ଧରୁ ୮, ସୋନପୁରରୁ ୬, ଅନୁଗୁଳରୁ ୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ତେବେ ରାଜ୍ୟରେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ୫୦, ୫୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ ସୁସ୍ଥ
Share. Facebook Twitter LinkedIn Email WhatsApp Copy Link

Related Posts

ଏଫଆଇଜି ତାସକେଣ୍ଟ ବିଶ୍ୱ ଚ୍ୟାଲେଞ୍ଜ କପ: ପ୍ରଣତି ନାୟକଙ୍କୁ ରୌପ୍ୟ ପଦକ

May 24, 2026

ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁରଙ୍କ ସଫଳତା: ଉପ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

May 24, 2026

‘ଦି ଭଏସ୍: କନକ୍ଲେଭ୍ ଅଫ୍ ଆଇଡିଆଜ୍’ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନରେ ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

May 24, 2026

“ଭାରତ ନେଟ୍ ପରିଯୋଜନା” ଫେଜ୍-୩ ର ପ୍ରଗତି ଏବଂ ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ସମୀକ୍ଷା

May 24, 2026
Latest News

ନୌତପା ସମୟରେ ନିଜର ଧ୍ୟାନ କିପରି ରଖିବେ, ଜାଣନ୍ତୁ

May 24, 2026

ଏଫଆଇଜି ତାସକେଣ୍ଟ ବିଶ୍ୱ ଚ୍ୟାଲେଞ୍ଜ କପ: ପ୍ରଣତି ନାୟକଙ୍କୁ ରୌପ୍ୟ ପଦକ

May 24, 2026

CJP କୁ ନେଇ ପ୍ରଶାନ୍ତ କିଶୋର କଣ କହିଲେ

May 24, 2026

ଭିବି-ଜି ରାମ ଜି ଆଇନ କାର୍ଯ୍ୟାନ୍ୱୟନ ପାଇଁ ରାଜ୍ୟଗୁଡ଼ିକର ପ୍ରସ୍ତୁତି ସମୀକ୍ଷା କଲେ ଗ୍ରାମୀଣ ବିକାଶ ସଚିବ

May 24, 2026

ଆଥଲେଟିକ୍ସ ଫେଡେରେସନ କପରେ ଓଡ଼ିଶାର ଆନିମେଶ କୁଜୁରଙ୍କ ସଫଳତା: ଉପ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

May 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.