Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗଂଜାମ ପୋଲିସ୍ ଏବଂ ବ୍ରହ୍ମପୁର ପୋଲିସ୍ ଦ୍ଵାରା ଅମାନିଆଙ୍କଠାରୁ ଜୋରିମାନା ଆଦାୟ
ଆଞ୍ଚଳିକ

ଗଂଜାମ ପୋଲିସ୍ ଏବଂ ବ୍ରହ୍ମପୁର ପୋଲିସ୍ ଦ୍ଵାରା ଅମାନିଆଙ୍କଠାରୁ ଜୋରିମାନା ଆଦାୟ

August 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଗଂଜାମ ପୋଲିସ୍ ଏବଂ ବ୍ରହ୍ମପୁର ପୋଲିସ୍ ଦ୍ଵାରା ଅମାନିଆଙ୍କଠାରୁ ଜୋରିମାନା ଆଦାୟ ଜାରି ରହିଛି। ଆଜି ବ୍ରହ୍ମପୁର ପୋଲିସ୍ ଜିଲ୍ଲା ପକ୍ଷରୁ ବିଭିନ୍ନ ସ୍ଥାନରେ ପେଟ୍ରୋଲିଂ ଏବଂ ଚଢ଼ାଉ ଜାରି ରହିଥିଲା। ସାମାଜିକ ଦୂରତା ଉଲ୍ଲଂଘନରେ ୨ ହଜାର ଟଙ୍କା ଜୋରିମାନା ଆଦାୟ ହୋଇଥିବାବେଳେ ମାସ୍କ ପିନ୍ଧିନଥିବା ୬୫ ଜଣ ଅମାନିଆଙ୍କଠାରୁ ୧୩ ହଜାର ଟଙ୍କା ଆଦାୟ ହୋଇଛି। ଗାଡ଼ି ସମ୍ବନ୍ଧୀୟ ୧୫୪ ଜଣଙ୍କ ଚାଲାଣ କଟି ୭୭ହଜାର ଜୋରିମାନା ଆଦାୟ ହୋଇଛି। ସେହିପରି ଗଂଜାମ ପୋଲିସ୍ ଜିଲ୍ଲା ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ଼ ତରଫରୁ ଚଢ଼ାଉ ଏବଂ ପେଟ୍ରୋଲିଂ ମଧ୍ୟ ଜାରି ରହିଛି। ମାସ୍କ ପିନ୍ଧିନଥିବା ଅମାନିଆଙ୍କଠାରୁ ୧ଲକ୍ଷ ୩୧ ହଜାର ୫୦୦ ଟଙ୍କା ଜୋରିମାନା ଆଦାୟ ହୋଇଛି। ସେହପରି ୧୦ଟି ସ୍ଥାନରେ ଅବକାରୀ ଚଢ଼ାଉ ହୋଇ ୪ ଜଣକୁ ଗିରଫ କରାଯାଇଥିବାବେଳେ ୪୯୦ ଲିଟର ବେଆଇନ ମଦ ଜବତ ହୋଇଛି।

ଅମାନିଆ ଗଂଜାମ ପୋଲିସ୍ ଜୋରିମାନା ଆଦାୟ ବେଆଇନ ମଦ ଜବତ ବ୍ରହ୍ମପୁର ପୋଲିସ୍ ମାସ୍କ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026

ପୂର୍ବତଟ ରେଳପଥରେ ୨୭୦ କୋଟି ବ୍ୟୟର କବଚ୍ ସ୍ଥାପନକୁ ଭାରତୀୟ ରେଳବାଇର ମଞ୍ଜୁରୀ

June 22, 2026

ସୋଆରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

ଭାରତୀୟ ରେଳବାଇ ଦ୍ୱାରା ସ୍ପେଶାଲ୍ ଟ୍ରେନର ସେବା ଅବଧି ବୃଦ୍ଧି

June 22, 2026

ଗଜପତିର ପ୍ରବାସୀ ଶ୍ରମିକଙ୍କ ମରଶରୀରକୁ ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.