Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲା : ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଆରମ୍ଭ
ଆଜିର ଖବର

ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲା : ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ ଆରମ୍ଭ

August 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲାକୁ ନେଇ ପ୍ରତ୍ୟେକ ଦିନ ନୂଆ ନୂଆ ଘଟଣା ସାମ୍ନାକୁ ଆସିଛି । ଏବେ ଏହି ଘଟଣାର ତଦନ୍ତ ଭିଜିଲାନ୍ସ କରୁଥବାବେଳେ ଆଜି ଆଦିତ୍ୟ ଦାଶଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ କରାଯାଇଛି । ମାମଲା ଭିଜିଲାନ୍ସ ବିଭାଗ ହାତକୁ ଯିବା ପରେ ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନର ଆବେଦନ କରାଯାଇଥିଲା। ଗୁରୁବାର ଭୁବନେଶ୍ୱର ସ୍ଥିତ ଫରେନସିକ୍ ଲାବରେ ଆଜି ବିଦ୍ୟାଶ୍ରୀଙ୍କ ଲାଇ ଡିଟେକ୍ସନ ଟେଷ୍ଟ କରାଯାଉଛି। ବିଦ୍ୟାଶ୍ରୀଙ୍କ ବୟାନରେ ତାଳମେଳ ରହୁନଥିବାରୁ ଲାଇ ଡିଟେକ୍ସନ ଟେଷ୍ଟ କରାଯାଉଛି ।

ସୂଚନାଯୋଗ୍ୟ, ଜୁଲାଇ 7 ତାରିଖ ଦିନ ଆଦିତ୍ୟଙ୍କୁ ଲିଙ୍ଗରାଜ ଟେମ୍ପଲ୍‌ ରୋଡ୍‌ ଷ୍ଟେସନ୍ ପାଖ ରେଳଧାରଣା ଉପରୁ ମୃତାବସ୍ଥାରେ ଉଦ୍ଧାର କରାଯାଇଥିଲା। ଜୁନ୍ 9 ତାରିଖ ଦିନ ଆଦିତ୍ୟଙ୍କର ବିଦ୍ୟାଶ୍ରୀଙ୍କ ସହ ବିବାହ ହୋଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ନମ୍ବର 1 ଇଲେକ୍ଟ୍ରିକ୍ କାର୍ ହେଲା MG Windsor: ପଛରେ ପଡିଲା Tata Nexon EV

January 8, 2026

ତୁର୍କମାନ ଗେଟ୍ ହିଂସା ମାମଲା: ଅଡୁଆରେ ଏସପି ସାଂସଦ, ଚିହ୍ନଟ ହେଲେ ୩୦ ଦଙ୍ଗାକାରୀ

January 8, 2026

ଭାରତ ଉପରେ ୫୦୦% ଶୁଳ୍କ ଲାଗୁ କରିବେ ଟ୍ରମ୍ପ!: ଆସନ୍ତା ସପ୍ତାହରେ ସୀମା ଅତିକ୍ରମ କରିବ ଆମେରିକା?

January 8, 2026

ଏପ୍ରିଲ ମାସରୁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଜନଗଣନା କାର୍ଯ୍ୟ ଆରମ୍ଭ

January 8, 2026
Latest News

ଭାରତର ନମ୍ବର 1 ଇଲେକ୍ଟ୍ରିକ୍ କାର୍ ହେଲା MG Windsor: ପଛରେ ପଡିଲା Tata Nexon EV

January 8, 2026

ତୁର୍କମାନ ଗେଟ୍ ହିଂସା ମାମଲା: ଅଡୁଆରେ ଏସପି ସାଂସଦ, ଚିହ୍ନଟ ହେଲେ ୩୦ ଦଙ୍ଗାକାରୀ

January 8, 2026

ଭାରତ ଉପରେ ୫୦୦% ଶୁଳ୍କ ଲାଗୁ କରିବେ ଟ୍ରମ୍ପ!: ଆସନ୍ତା ସପ୍ତାହରେ ସୀମା ଅତିକ୍ରମ କରିବ ଆମେରିକା?

January 8, 2026

ଏପ୍ରିଲ ମାସରୁ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଜନଗଣନା କାର୍ଯ୍ୟ ଆରମ୍ଭ

January 8, 2026

SGFI archery competition: ଓଡ଼ିଶା ଛାତ୍ରଛାତ୍ରୀଙ୍କ ଐତିହାସିକ ସଫଳତା

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.