Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ୟୁଜି ଓ ପିଜି ପରୀକ୍ଷାକୁ ନେଇ ସୁପ୍ରିମ୍‌କୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ
ଆଜିର ଖବର

ୟୁଜି ଓ ପିଜି ପରୀକ୍ଷାକୁ ନେଇ ସୁପ୍ରିମ୍‌କୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ

August 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଚଳିତ ବର୍ଷ ସମସ୍ତ ୟୁଜି ଏବଂ ପିଜି ପରୀକ୍ଷା ଅନୁଷ୍ଠିତ ହେବ । ଏପରି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ଜଷ୍ଟିସ ଅଶୋକ ଭୂଷଣଙ୍କ ନେତୃତ୍ୱରେ ଗଠିତ ତିନି ଜଣିଆ କମିଟି ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପୂର୍ବ ଧାର୍ଯ୍ୟ ସମୟରେ ପରୀକ୍ଷା ହେବ ବୋଲି ମଧ୍ୟ ନିଷ୍ପତ୍ତି ନିଆଯାଇଛି ।  ବିନା ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ଉତ୍ତୀର୍ଣ୍ଣ କରାଯାଇ ପାରିବ ନାହିଁ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ମତ ରଖିଛନ୍ତି ।  ତେବେ ପରୀକ୍ଷା କେବେ ହେବ ସେ ନିଷ୍ପତ୍ତି ସମ୍ପୂର୍ଣ୍ଣ ଭାବରେ ରାଜ୍ୟ ସରକାରଙ୍କର ରହିବ ବୋଲି ସର୍ବୋଚ୍ଚ ନ୍ୟାୟାଳୟ ଆଦେଶ ଦେଇଛନ୍ତି । ମହାମାରୀକୁ ଦୃଷ୍ଟିରେ ରଖି ପରୀକ୍ଷା ତାରିଖ ରାଜ୍ୟ ସରକାର ସ୍ଥିର କରିବେ ବୋଲି ନିର୍ଦ୍ଦେଶ ରହିଛି । ଏନେଇ ୟୁଜିସି ସହିତ ଆଲୋଚନା କରିବାକୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।  ଉଲ୍ଲେଖଯୋଗ୍ୟ ଯେ, ସେପ୍ଟେମ୍ବର 30 ମଧ୍ୟରେ ଶେଷ ବର୍ଷ ପରୀକ୍ଷା କରାଇବା ପାଇଁ ୟୁଜିସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026
Latest News

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.