Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»30ଟି ଜିଲ୍ଲାରୁ 2602 ପଜିଟିଭ୍‌ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ ଅଛନ୍ତି କେତେ ଆକ୍ରାନ୍ତ
ଆଜିର ଖବର

30ଟି ଜିଲ୍ଲାରୁ 2602 ପଜିଟିଭ୍‌ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ ଅଛନ୍ତି କେତେ ଆକ୍ରାନ୍ତ

August 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି 30ଟି ଜିଲ୍ଲାରୁ 2 ହଜାର 602 ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 616 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ 236, ଗଞ୍ଜାମରୁ 190, କେନ୍ଦ୍ରାପଡାରୁ 128, କୋରାପୁଟରୁ 127, ଯାଜପୁର ଓ ବାଲେଶ୍ବରରୁ 103 ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ନୟାଗଡରୁ 91,  କେଉଁଝରରୁ 86, ବରଗଡରୁ 82, ଝାରସୁଗୁଡାରୁ 85. ଜଗତସିଂହପୁରରୁ 82, ମାଲକାନଗିରିରୁ 80, ସମ୍ବଲପୁରରୁ 78, ମୟୂରଭଞ୍ଜରୁ 72, ଢେଙ୍କାନାଳରୁ 67, କଳାହାଣ୍ଡିରୁ 63, ରାୟଗଡାରୁ54, ଭଦକ୍ରରୁ 47, ପୁରୀରୁ 46, ବରଗଡରୁ 42, ସୋନପୁରରୁ 21, ସୁନ୍ଦରଗଡରୁ 19, ନବରଙ୍ଗପୁରରୁ 18, କନ୍ଧମାଳରୁ 17, ନୂଆପଡାରୁ 16, ଅନୁଗୁଳରୁ 14, ବୌଦ୍ଧରୁ 9, ଗଜପତିରୁ 7, ଦେବଗଡରୁ 3 ଜଣ ଚିହ୍ନଟ ହୋଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.