Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ 10 କରୋନା ମୃତ୍ୟୁ : ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 492କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରେ 10 କରୋନା ମୃତ୍ୟୁ : ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 492କୁ ବୃଦ୍ଧି

August 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  କରୋନା ଯୋଗୁଁ ଆଜି ରାଜ୍ୟର 10 ଜଣଙ୍କ ଜୀବନ ଯାଇଛି । କନ୍ଧମାଳ ଓ ଖୋର୍ଦ୍ଧାରୁ ସର୍ବାଧିକ 3 ଜଣ ଲେଖାଏଁ ମୃତ୍ୟୁବରଣ କରିଥିବାବେଳେ ଗଞ୍ଜାମ, ନୟାଗଡ, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ଖୋର୍ଦ୍ଧାରୁ ତିନିଜଣଙ୍କର ମୃତ୍ୟୁ ଘଟିଥିବାବେଳେ 2ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବରରୁ ଜଣଙ୍କର ମୃତ୍ୟୁ ଘଟିଛି । ଭୁବନେଶ୍ବରରୁ 56 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ଘଟିଥିବାବେଳେ ଖୋର୍ଦ୍ଧା ଜିଲ୍ଲାର ଅନ୍ୟ ଦୁଇ ମୃତକଙ୍କ ମହିଳା ହୋଇଥିବାବେଳେ ଦୁହିଁ ଜଣଙ୍କ ବୟସ 60 ବର୍ଷ ବୋଲଇ ସୂଚନା ରହିଛି । କନ୍ଧମାଳର ତିନି ମୃତକ ପୁରୁଷ ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 43, 58 ଓ 42 ବର୍ଷ ।

ସେହିପରି ଗଞ୍ଜାମର 48 ବର୍ଷୀୟ ପୁରୁଷ, ରାୟଗଡାରୁ 54ବର୍ଷୀୟ ପୁରୁଷ, ସୁନ୍ଦରଗଡରୁ 71 ବର୍ଷୀୟ ପୁରୁଷ, ନୟାଗଡରୁ 73ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି ।

ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା 492କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ଆୟୋଜିତ ହେଲା ଆଇସିଏମ୍‍ଆର-ଶାଇନ୍‍ ୨୦୨୬

August 12, 2026

ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ସଦସ୍ୟମାନଙ୍କ ତାମିଲନାଡ଼ୁ ଗସ୍ତ

August 12, 2026

ଡ. ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କଲେ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

August 12, 2026

ରାଶିଫଳ: ସେପ୍ଟେମ୍ବର ୧୨ ତାରିଖରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

August 12, 2026
Latest News

ଭୁବନେଶ୍ୱରରେ ଆୟୋଜିତ ହେଲା ଆଇସିଏମ୍‍ଆର-ଶାଇନ୍‍ ୨୦୨୬

August 12, 2026

ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ସଦସ୍ୟମାନଙ୍କ ତାମିଲନାଡ଼ୁ ଗସ୍ତ

August 12, 2026

ଡ. ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କଲେ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

August 12, 2026

ରାଶିଫଳ: ସେପ୍ଟେମ୍ବର ୧୨ ତାରିଖରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

August 12, 2026

ଜିଲ୍ଲାପାଳଙ୍କ ଅଫିସ୍‌ରେ କୀଟନାଶକ ପିଇଲେ ବ୍ୟକ୍ତି

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.