Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 500 ଟପିଲା  : ଆଜି ରାଜ୍ୟରୁ 11ଜଣଙ୍କ ମୃତ୍ୟୁ
ଆଜିର ଖବର

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 500 ଟପିଲା  : ଆଜି ରାଜ୍ୟରୁ 11ଜଣଙ୍କ ମୃତ୍ୟୁ

September 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 500 ଟପିଛି। ଆଜି ରାଜ୍ୟରୁ କରୋନା ଯୋଗୁଁ 11 କରୋନାଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା, ମୟୂରଭଞ୍ଜ ଓ ପୁରୀରୁ ସର୍ବାଧିକ 2ଜଣ ଲେଖାଏଁ ମୃତ୍ୟୁବରଣ କରିଥିବାବେଳେ କଟକ,ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ରାୟଗଡାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ବୋଲି ରାଜ୍ୟସ୍ବାସ୍ଥ୍ୟ ଓ ପରିବାର ବିଭାଗ ସୂଚନା ଦେଇଛି ।

ଖୋର୍ଦ୍ଧାର 55 ବର୍ଷୀୟ ଓ 73 ବର୍ଷୀୟା ମହିଳାଙ୍କ ମୃତ୍ୟୁ ହୋଇଥିବାବେଳେ ପୁରୀରୁ ଦୁଇ ମୃତକ ପୁରୁଷ ହୋଇଥିବାବେଳେ ବୟସ ଯଥାକ୍ରମେ 40 ଓ 85 ବର୍ଷ । ସେହିପରି ମୟୂରଭଞ୍ଜରୁ 80 ବର୍ଷୀୟ ବୃଦ୍ଧ ଓ 60 ବର୍ଷୀୟ ମହିଳାଙ୍କରମୃତ୍ୟୁ ହୋଇଛି ।ସେହିପରି ରାୟଗଡାରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 45 ବର୍ଷ,  କନ୍ଧମାଳର 40ବର୍ଷ ଓ ଗଞ୍ଜାମର 60 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି । ଜଗତସିଂହପୁରୁର ମୃତ ଆକ୍ରାନ୍ତଙ୍କ ବୟସ 35 ବର୍ଷ ଓ କଟକର 74ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଛି ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 503କୁ ବୃଦ୍ଧି ହୋଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ମିରଟରେ ନୀଳ ଡ୍ରମ୍ ହତ୍ୟାକାଣ୍ଡ ଘଟଣା: ସ୍ତ୍ରୀ ମୁସ୍କାନ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

October 14, 2026

ଶାନ୍ତିଶୃଙ୍ଖଳାର ସହ ମତଦାନ ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ

October 14, 2026

ଓଡ଼ିଶାରେ ସୃଷ୍ଟି ହେବ ବ୍ୟାପକ ନିଯୁକ୍ତିର ନୂଆ ଦିଗନ୍ତ: ମୁଖ୍ୟମନ୍ତ୍ରୀ

October 14, 2026

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026
Latest News

ମିରଟରେ ନୀଳ ଡ୍ରମ୍ ହତ୍ୟାକାଣ୍ଡ ଘଟଣା: ସ୍ତ୍ରୀ ମୁସ୍କାନ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

October 14, 2026

ଶାନ୍ତିଶୃଙ୍ଖଳାର ସହ ମତଦାନ ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ

October 14, 2026

ଓଡ଼ିଶାରେ ସୃଷ୍ଟି ହେବ ବ୍ୟାପକ ନିଯୁକ୍ତିର ନୂଆ ଦିଗନ୍ତ: ମୁଖ୍ୟମନ୍ତ୍ରୀ

October 14, 2026

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026

ନବୀନଙ୍କୁ ବିଜେପିର ପାଲଟା ଜବାବ: ଚବିଶ ବର୍ଷର ଶାସନରେ ଓଡ଼ିଶାର ଅର୍ଥନୀତି ତଳକୁ ଖସିଥିଲା

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.