Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତରେ ବ୍ୟାନ୍‌ ହେଲା ‘ପବ୍‌-ଜି’
ଆଜିର ଖବର

ଭାରତରେ ବ୍ୟାନ୍‌ ହେଲା ‘ପବ୍‌-ଜି’

September 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ :  ବହୁଳ ବ୍ୟବହୃତ ମୋବାଇଲ୍‌ ଆପ୍‌ ‘ପବ୍‌-ଜି’ ଭାରତରେ ବ୍ୟାନ୍‌ ହୋଇଛି । ପବ୍‌-ଜି ସହ ଚୀନ ପରିଚାଳିତ 118ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ କେନ୍ଦ୍ର ସରକାର । ସୁରକ୍ଷା ଦୃଷ୍ଟିରୁ କେନ୍ଦ୍ର ସରକାର ଏହାକୁ ବ୍ୟାନ୍‌ କରିଛନ୍ତି ।ଗ୍ରାହକଙ୍କ ବ୍ୟକ୍ତିଗତ ତଥ୍ୟ ଚୋରି ଅଭିଯୋଗରେ ଏହି ଆପ ଗୁଡିକୁ ବ୍ୟାନ କରାଯାଇଛି । ପବ୍‌ଜୀ ସମେତ ଲୁଡୋ, ଏମ୍‌ଭି ମାଷ୍ଟର, ଓ୍ବି ଚାଟ୍‌ ଆଦି ମଧ୍ୟ ବ୍ୟାନ୍‌ ହୋଇଛି ।

ଚୀନ୍ ସହିତ ଅର୍ଥନୈତିକ ବିବାଦ କାରଣରୁ ଆଇଟି ମନ୍ତ୍ରାଳୟ ପକ୍ଷରୁ ପବଜି ସମେତ 118ଟି ଆପକୁ ବ୍ୟାନ କରାଯାଇଛି ।  କେନ୍ଦ୍ର ସରକାର ପୁଣି ଥରେ ଡିଜିଟାଲ ଷ୍ଟ୍ରାଇକ୍‌ କରିଛି । ପୂର୍ବରୁ 59ଟି ଆପ୍‌କୁ ବ୍ୟାନ୍‌ କରାଯାଇଥିବାବେଳେ ଆଜି 118ଟି ଆପ୍‌କୁ ବ୍ୟାନ୍‌ କରିଛନ୍ତି ।  ପୂର୍ବରୁ ଭାରତୀୟ ସେନା ନିଜ ଯବାନମାନଙ୍କୁ ସ୍ମାର୍ଟଫୋନ୍‌ରୁ ପବ୍‌ଜୀ ସମେତ 89ଟି ଆପ୍‌ ଡିଲିଟ୍‌ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।  ସୂଚନାଯୋଗ୍ୟ, ଏହି ସବୁ ଆପ୍‌ଗୁଡିକ ଯୋଗୁଁ ତଥ୍ୟ ଚୋରି ହେଉଥିବାର ଅଭିଯୋଗ ରହିଥିଲା ।

ban pubg
Share. Facebook Twitter LinkedIn Email WhatsApp Copy Link

Related Posts

ହରମୁଜ୍ ପ୍ରଣାଳୀ ଖୋଲା ଅଛି, କିନ୍ତୁ ଏବେ ବି ଟଳିନି ବିପଦ: ଜାହାଜ ପଥ ପରିବର୍ତ୍ତନ କଲା ଇରାନ୍

April 9, 2026

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା: ଲେବାନନ ଉପରେ ଭୟଙ୍କର ଆକ୍ରମଣ

April 9, 2026

ଆସାମ, କେରଳମ୍ ଓ ପୁଡୁଚେରୀରେ ଭୋଟିଂ ଜାରି

April 9, 2026

ଖୋର୍ଦ୍ଧାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ୩୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 9, 2026
Latest News

ହରମୁଜ୍ ପ୍ରଣାଳୀ ଖୋଲା ଅଛି, କିନ୍ତୁ ଏବେ ବି ଟଳିନି ବିପଦ: ଜାହାଜ ପଥ ପରିବର୍ତ୍ତନ କଲା ଇରାନ୍

April 9, 2026

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା: ଲେବାନନ ଉପରେ ଭୟଙ୍କର ଆକ୍ରମଣ

April 9, 2026

ଆସାମ, କେରଳମ୍ ଓ ପୁଡୁଚେରୀରେ ଭୋଟିଂ ଜାରି

April 9, 2026

ଖୋର୍ଦ୍ଧାରେ ୪୦, ୮୧୧ କୋଟି ଟଙ୍କା ନିବେଶରେ ୩୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

April 9, 2026

ଆଜିଠୁ ‘୮ମ ପୋଷଣ ପକ୍ଷ ୨୦୨୬’

April 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.