Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାସ୍ତାକଡରେ ଛିଡା ହୋଇଥିବା ଲୋକଙ୍କ ଉପରେ ମାଡିଗଲା ଟ୍ରକ୍‌ : ଜଣେ ମୃତ, ଚାରି ଗୁରୁତର
ଆଜିର ଖବର

ରାସ୍ତାକଡରେ ଛିଡା ହୋଇଥିବା ଲୋକଙ୍କ ଉପରେ ମାଡିଗଲା ଟ୍ରକ୍‌ : ଜଣେ ମୃତ, ଚାରି ଗୁରୁତର

September 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଯାଜପୁର :  ଯାଜପୁର ଜିଲ୍ଲା 16ନମ୍ବର ଜାତୀୟ ରାଜପଥ ବାରବାଟୀ ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 4  ଜଣ ଗୁରୁତର ଆହତ ହୋଇଛନ୍ତି ।ମିଳିଥିବା ସୂଚନା ଅନୁସାରେ ଏକ ଟ୍ରକ୍‌ ଓଭରଟେକିଂ କରୁଥିବାବେଳେ ଅନ୍ୟ ଏକ ଟ୍ରକ୍‌କୁ ଧକ୍କା ଦେଇଥିଲେ । ଏହି ସମୟରେ ରାସ୍ତା କଡରେ ଛିଡା ହୋଇଥିବା କିଛି ଲୋକଙ୍କ ଉପରେ ଟ୍ରକ୍‌ଟି ମାଡି ଯାଇଥିଲା । ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଚାରିଜଣ ଗୁରୁତର ହୋଇଛନ୍ତି । ମୃତକ ଜଣକ 32 ବର୍ଷୀୟ ଯୁବ ବ୍ୟବସାୟୀ ଅମୂଲ୍ୟ ସେଠୀ ବୋଲି ସୂଚନା ରହିଛି । ଦୁର୍ଘଟଣା ପରେ ଟ୍ରକର ଚାଳକ ଫେରାର ହୋଇଯାଇଥିବା ବେଳେ ଗୁରୁତରମାନଙ୍କୁ କଟକ ବଡ଼ମେଡିକାଲକୁ ଚିକିତ୍ସା ଲାଗି ସ୍ଥାନାନ୍ତରଣ କରାଯାଇଛି ।
accident
Share. Facebook Twitter LinkedIn Email WhatsApp Copy Link

Related Posts

ଜଳ ସଙ୍କଟ ଦୂର ପାଇଁ ପଦକ୍ଷେପ: କାର୍ଯ୍ୟ ଶୀଘ୍ର ସାରିବାକୁ ପରାମର୍ଶ

October 3, 2026

କଂଗ୍ରେସରେ ଯୋଗଦେଲେ ଆପ ମୁଖପାତ୍ର ପ୍ରିୟଙ୍କା କକ୍କର: ଦଳ ଛାଡିବାର କହିଲେ କାରଣ

October 3, 2026

‘ଓଡ଼ିଶା ଟ୍ରାଭେଲ ବଜାର’ର ଶୁଭାରମ୍ଭ: ପର୍ଯ୍ୟଟନ ପ୍ରଦର୍ଶନୀ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

October 3, 2026

ସେବା ସଂକଳ୍ପ ଅଭିଯାନ: ପଥପ୍ରାନ୍ତ ନାଟକ ମାଧ୍ୟମରେ ବଡ଼ ବାର୍ତ୍ତା ଦେଲେ ଛାତ୍ରଛାତ୍ରୀ

October 3, 2026
Latest News

ଜଳ ସଙ୍କଟ ଦୂର ପାଇଁ ପଦକ୍ଷେପ: କାର୍ଯ୍ୟ ଶୀଘ୍ର ସାରିବାକୁ ପରାମର୍ଶ

October 3, 2026

କଂଗ୍ରେସରେ ଯୋଗଦେଲେ ଆପ ମୁଖପାତ୍ର ପ୍ରିୟଙ୍କା କକ୍କର: ଦଳ ଛାଡିବାର କହିଲେ କାରଣ

October 3, 2026

‘ଓଡ଼ିଶା ଟ୍ରାଭେଲ ବଜାର’ର ଶୁଭାରମ୍ଭ: ପର୍ଯ୍ୟଟନ ପ୍ରଦର୍ଶନୀ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ

October 3, 2026

ସେବା ସଂକଳ୍ପ ଅଭିଯାନ: ପଥପ୍ରାନ୍ତ ନାଟକ ମାଧ୍ୟମରେ ବଡ଼ ବାର୍ତ୍ତା ଦେଲେ ଛାତ୍ରଛାତ୍ରୀ

October 3, 2026

ସିଏନଜି ଭର୍ତ୍ତି ବେଳେ ବିସ୍ଫୋରଣ: ସମ୍ପୂର୍ଣ୍ଣ ଚୂରମାର୍ ହେଲା କାର୍

October 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.