Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇବର୍ଷର ପୁତୁରାକୁ ମାରିଦେଲେ ଦାଦା -ଖୁଡୀ
ଆଜିର ଖବର

ଦୁଇବର୍ଷର ପୁତୁରାକୁ ମାରିଦେଲେ ଦାଦା -ଖୁଡୀ

September 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମାଲକାନଗିରି : ଦୁଇ ବର୍ଷର ପୁତୁରାକୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି ଦାଦା ଖୁଡୀ । ମାଲକାନଗିରି ଜିଲ୍ଲା ମାଥିଲି ଥାନା କୋପ୍ରା ଗାଁରେ ଏପରି ଏକ ଅଘଟଣ ଘଟିଛି ।  ପୂର୍ବ ଶତ୍ରୁତାରୁ ଏହି  ନୃଶଂସ କାଣ୍ଡ  ଘଟିଥିବାର ସୂଚନା ରହିଛି ।।  ମୃତଦେହ ଜବତ କରିବା ସହ ଦାଦା-ଖୁଡୀକୁ ଅଟକ ରଖି ପୋଲିସ୍‌ର ପଚରାଉଚୁରା ଜାରି ରଖିଛି । ପାରିବାରିକ କଳହ ଯୋଗୁଁ ଦାଦା ଖୁଡୀ  ସବୁ ସମ୍ପର୍କକୁ ଭୁଲି ଯାଇ ଦୁଇ ବର୍ଷର ପୁତୁରା ହତ୍ୟା କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

Nuapada Byelection: ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ନୂଆପଡା ଏନଏସିର ପୂର୍ବତନ ଅଧ୍ୟକ୍ଷ

October 10, 2025

ପାକିସ୍ତାନକୁ କ୍ଷେପଣାସ୍ତ୍ର ଯୋଗାଇବ ନାହିଁ ଆମେରିକା: ସ୍ପଷ୍ଟ ଭାବରେ ଖାରଜ କଲା ଯୁଦ୍ଧ ବିଭାଗ

October 10, 2025

ବାଇକ ଦୁର୍ଘଟଣାରେ ଚିଲିକା ତହସିଲଦାର ଗୁରୁତର, ଭୁବନେଶ୍ଵର ସ୍ଥାନାନ୍ତର

October 10, 2025

ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

October 10, 2025
Latest News

Nuapada Byelection: ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ନୂଆପଡା ଏନଏସିର ପୂର୍ବତନ ଅଧ୍ୟକ୍ଷ

October 10, 2025

ପାକିସ୍ତାନକୁ କ୍ଷେପଣାସ୍ତ୍ର ଯୋଗାଇବ ନାହିଁ ଆମେରିକା: ସ୍ପଷ୍ଟ ଭାବରେ ଖାରଜ କଲା ଯୁଦ୍ଧ ବିଭାଗ

October 10, 2025

ବାଇକ ଦୁର୍ଘଟଣାରେ ଚିଲିକା ତହସିଲଦାର ଗୁରୁତର, ଭୁବନେଶ୍ଵର ସ୍ଥାନାନ୍ତର

October 10, 2025

ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

October 10, 2025

ଭାରତର ଭବିଷ୍ୟତ ଗଢ଼ୁଛି ବାୟୋମେଡିକାଲ୍ ଗବେଷଣା

October 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.