Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିହାର ନିର୍ବାଚନ ସହ ଏକତ୍ର ହେବ ଉପନିର୍ବାଚନ : ନଭେମ୍ବର ୨୯ ପୂର୍ବରୁ ବିହାରରେ ବିଧାନସଭା ନିର୍ବାଚନ
ଆଜିର ଖବର

ବିହାର ନିର୍ବାଚନ ସହ ଏକତ୍ର ହେବ ଉପନିର୍ବାଚନ : ନଭେମ୍ବର ୨୯ ପୂର୍ବରୁ ବିହାରରେ ବିଧାନସଭା ନିର୍ବାଚନ

September 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବିହାର ବିଧାନସଭା ନିର୍ବାଚନ ବେଳେ ହିଁ ଉପନିର୍ବାଚନ ଅନୁଷ୍ଠିତ ହେବ। ନଭେମ୍ବର 29 ତାରିଖ ସୁଦ୍ଧା ବିହାର ନିର୍ବାଚନ ସାରିବାକୁ ଇସିଆଇ ଯୋଜନା କରିଛନ୍ତି । ଉପଯୁକ୍ତ ସମୟରେ ନିର୍ବାଚନ ତାରିଖ ଜଣାଇ ଦିଆଯିବ ବୋଲି ସୂଚନା ରହିଛି ।  ବିଭିନ୍ନ ରାଜ୍ୟରେ ଖାଲି ପଡିଥିବା  64ଟି ବିଧାନସଭା ଓ ଗୋଟିଏ ଲୋକସଭା ଆସନରେ ହେବ ଉପନିର୍ବାଚନ ହେବ । ବିହାର ବିଧାନସଭା ସହିତ ଏକାଠି ନିର୍ବାଚନ କରିବାକୁ ଭାରତୀୟ ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି ।  ସୂଚନାଯୋଗ୍ୟ,  ଓଡ଼ିଶାର ଦୁଇଟି  ବିଧାନସଭା କ୍ଷେତ୍ରରେ ଉପନିର୍ବାଚନ ଅନୁଷ୍ଠିତ ହେବ । ବାଲେଶ୍ବର ସଦର ଓ ତିର୍ତ୍ତୋଲରେ ହେବ ଉପନିର୍ବାଚନ ।ବିଭିନ୍ନ ରାଜ୍ୟ ମୁଖ୍ୟ ସଚିବ, ନିର୍ବାଚନ ଅଧିକାରୀଙ୍କ ସହ ବୈଠକ ପରେ ଏନେଇ ନିଷ୍ପତ୍ତି ନିଆଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

Nuapada Byelection: ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ନୂଆପଡା ଏନଏସିର ପୂର୍ବତନ ଅଧ୍ୟକ୍ଷ

October 10, 2025

ପାକିସ୍ତାନକୁ କ୍ଷେପଣାସ୍ତ୍ର ଯୋଗାଇବ ନାହିଁ ଆମେରିକା: ସ୍ପଷ୍ଟ ଭାବରେ ଖାରଜ କଲା ଯୁଦ୍ଧ ବିଭାଗ

October 10, 2025

ବାଇକ ଦୁର୍ଘଟଣାରେ ଚିଲିକା ତହସିଲଦାର ଗୁରୁତର, ଭୁବନେଶ୍ଵର ସ୍ଥାନାନ୍ତର

October 10, 2025

ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

October 10, 2025
Latest News

Nuapada Byelection: ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ନୂଆପଡା ଏନଏସିର ପୂର୍ବତନ ଅଧ୍ୟକ୍ଷ

October 10, 2025

ପାକିସ୍ତାନକୁ କ୍ଷେପଣାସ୍ତ୍ର ଯୋଗାଇବ ନାହିଁ ଆମେରିକା: ସ୍ପଷ୍ଟ ଭାବରେ ଖାରଜ କଲା ଯୁଦ୍ଧ ବିଭାଗ

October 10, 2025

ବାଇକ ଦୁର୍ଘଟଣାରେ ଚିଲିକା ତହସିଲଦାର ଗୁରୁତର, ଭୁବନେଶ୍ଵର ସ୍ଥାନାନ୍ତର

October 10, 2025

ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

October 10, 2025

ଭାରତର ଭବିଷ୍ୟତ ଗଢ଼ୁଛି ବାୟୋମେଡିକାଲ୍ ଗବେଷଣା

October 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.