Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ଚାରୋଟି ପତ୍ର ଥିବା ଗଛର ମୂଲ୍ୟ 4 ଲକ୍ଷ ଟଙ୍କା, ଜାଣନ୍ତୁ ଗଛଟି ସମ୍ପର୍କରେ
ଅନ୍ତରାଷ୍ଟ୍ରୀୟ

ଚାରୋଟି ପତ୍ର ଥିବା ଗଛର ମୂଲ୍ୟ 4 ଲକ୍ଷ ଟଙ୍କା, ଜାଣନ୍ତୁ ଗଛଟି ସମ୍ପର୍କରେ

September 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କ୍ରିଷ୍ଟଚର୍ଚ୍ଚ :  ଚାରି ଲକ୍ଷଟଙ୍କାର ଗୋଟିଏ ଗଛ । ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିବ । କିନ୍ତୁ ଏହା ସମ୍ପୂର୍ଣ୍ଣ ଭାବରେ ସତ୍ୟ । ନ୍ୟୁଜିଲ୍ୟାଣ୍ଡର ଜଣେ ବ୍ୟକ୍ତି ଚାରିଲକ୍ଷଟଙ୍କା ଦେଇ ଏକ ଗଛ କିଣିଛନ୍ତି ।  ତେବେ ସବୁଠୁ ଆଶ୍ଚର୍ଯ୍ୟର କଥା ହେଉଛି କି ଏହି ଗଛରେ ମାତ୍ର ଚାରିଟି ପତ୍ର ରହିଛି । ଏହି ଗଛଟିର ମୂଲ୍ୟ 8150 ନ୍ୟୁଜିଲ୍ୟାଣ୍ଡ ଡଲାର ବା ଭାରତୀୟ ମୁଦ୍ରାରେ ପ୍ରାୟ 4 ଲକ୍ଷ ଟଙ୍କା ରହିଛି । ଏହି ଗଛଟିର ନାମ ଫିଲୋଡେଣ୍ଡ୍ରନ ମିନିମା । ଏହି ଗଛ ଗୁଡିକୁ ସାଧାରଣତଃ ସଉକ ପାଇଁ ଘରେ ରଖାଯାଏ । ତେବେ ବିକ୍ରି ହୋଇଥିବା ଗଛଟିର ସମସ୍ତ 4ଟି ଯାକ ପତ୍ର ସବୁଜ ଏବଂ ହଳଦିଆ ରଙ୍ଗର ମିଶ୍ର ଥିଲା । ନ୍ୟୁଜିଲ୍ୟାଣ୍ଡର ୱେବସାଇଟ ଟ୍ରେଡମିରେ ଗଛଟିକୁ କିଣିବା ପାଇଁ ଅସମ୍ଭବ ଭିଡ ପରିଲକ୍ଷିତ ହୋଇଥିଲା । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025

ବଡ଼ ଆତଙ୍କବାଦୀ ଯୋଜନା ପଣ୍ଡ: ୩୬୦ କିଲୋ ବିସ୍ଫୋରକ ସହ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

November 10, 2025
Latest News

ବଡ ଆତଙ୍କବାଦୀ ମଡ୍ୟୁଲ୍‌ର ପର୍ଦ୍ଦାଫାସ୍: ୭ ଗିରଫ, ବିପୁଳ ଅସ୍ତ୍ରଶସ୍ତ୍ର ଏବଂ ବିସ୍ଫୋରକ ସାମଗ୍ରୀ ଜବତ

November 10, 2025

ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା

November 10, 2025

ନୂଆପଡା ଉପନିର୍ବାଚନ ମତଦାନ ପାଇଁ କାହିଁକି ହେଲିକାପ୍ଟରରେ ଗଲେ ପୋଲିଂ ପାର୍ଟି

November 10, 2025

Union Budget 2026: ବଜେଟ ପ୍ରସ୍ତୁତି ପାଇଁ ଦେଶର ଅର୍ଥନୀତିଜ୍ଞ ସହ ବୈଠକ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.