Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘୁଞ୍ଚିଲା ଓଜେଇଇ : ଆସନ୍ତା ମାସରେ ହେବ ପରୀକ୍ଷା
ଆଜିର ଖବର

ଘୁଞ୍ଚିଲା ଓଜେଇଇ : ଆସନ୍ତା ମାସରେ ହେବ ପରୀକ୍ଷା

September 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : କରୋନା ପାଇଁ ଓଜେଇଇ ଅନଲାଇନ୍‌ ପରୀକ୍ଷା ଘୁଞ୍ଚିଛି । ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ରାଜ୍ୟରେ 21ଟି ଓ ରାଜ୍ୟ ବାହାରେ 3ଟି ପରୀକ୍ଷା କେନ୍ଦ୍ର ହୋଇଥିଲା।  ସେପ୍ଟେମ୍ବର 9ରୁ 15 ତାରିଖ ଯାଏଁ ହେବାକୁ ଥିଲା ପରୀକ୍ଷା । ଆସନ୍ତା ମାସରେ ଓଜେଇଇର ଅନ୍‌ଲାଇନ୍‌ ପରୀକ୍ଷା ହୋଇପାରେ ବୋଲି ସୂଚନା ରହିଛି । ରାଞ୍ଚି, କୋଲକାତା ଓ ପାଟନାରେ ପରୀକ୍ଷା କେନ୍ଦ୍ର ହୋଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

୩୦ରେ ନିଟ୍‌-ପିଜି ପରୀକ୍ଷା: ଆଜିଠୁ ମିଳିବ ଆଡ୍‌ମିଟ୍ କାର୍ଡ

August 25, 2026

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026
Latest News

୩୦ରେ ନିଟ୍‌-ପିଜି ପରୀକ୍ଷା: ଆଜିଠୁ ମିଳିବ ଆଡ୍‌ମିଟ୍ କାର୍ଡ

August 25, 2026

ଜାତୀୟ ଚମ୍ପିୟାନସିପ: ବ୍ରହ୍ମପୁର କରାଟେ ଏକାଡେମୀର ଅଭୁତପୂର୍ବ ସଫଳତା

August 25, 2026

ଏଚ୍‌-୧ବି ଭିସା ଫି’: ନୂଆ ନିୟମ ଆଣିବା ଯୋଜନାରେ ଡିଏଚ୍‌ଏସ୍‌

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.