Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 30 ଜିଲ୍ଲାରୁ 3490 ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁଠାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

ଆଜି 30 ଜିଲ୍ଲାରୁ 3490 ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁଠାରୁ କେତେ ରହିଛନ୍ତି ଆକ୍ରାନ୍ତ

September 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି 30ଟି ଜିଲ୍ଲାରୁ 3490 ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 535ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ  ଅନୁଗୁଳରୁ 38 ଜଣ, ବାଲେଶ୍ବରରୁ 92 ଜଣ, ବରଗଡରୁ 81 ଜଣ, ଭଦ୍ରକରୁ 89 ଜଣ, ବଲାଙ୍ଗିରରୁ 110 ଜଣ, ବୌଦ୍ଧରୁ 25 ଜଣ, କଟକରୁ 376ଜଣ, ଦେବଗଡରୁ 27ଜଣ, ଢେଙ୍କାନାଳରୁ 81 ଜଣ, ଗଜପତିରୁ 53ଜଣ, ଗଞ୍ଜାମରୁ 69 ଜଣ, ଜଗତସିଂହପୁରରୁ 91 ଜଣ, ଯାଜପୁରରୁ 178ଜଣ, ଝାରସୁଗୁଡାରୁ 103 ଜଣ, କଳାହାଣ୍ଡିରୁ 39ଜଣ, କନ୍ଧମାଳରୁ 84 ଜଣ, କେନ୍ଦ୍ରାପଡାରୁ 85 ଜଣ, କେଉଁଝରରୁ 55 ଜଣ, କୋରାପୁଟରୁ 93 ଜଣ, ମାଲକାନାଗିରିରୁ 22 ଜଣ, ମୟୂରଭଞ୍ଜରୁ 207 ଜଣ, ନବରଙ୍ଗପୁରୁର 40 ଜଣ, ନୟାଗଡରୁ 34 ଜଣ, ନୂଆପଡାରୁ 102 ଜଣ, ପୁରୀରୁ 217ଜଣ, ରାୟଗଡାରୁ 206 ଜଣ, ସମ୍ବଲପୁରରୁ 85 ଜଣ, ସୋନପୁରରୁ 107 ଜଣ, ସୁନ୍ଦରଗଡରୁ 64ଜଣଚିହ୍ନଟ ହୋଇଛନ୍ତି । ଷ୍ଟେଟ୍‌ ପୁଲ୍‌ରୁ 102 ଜଣ ଚିହ୍ନଟ ହୋଇଥିବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.