Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ବାଇପାସ ନିକଟରେ ଓଲଟି ବାର ଫୁଟ ତଳକୁ ଖସିଲା ୧୦୮ ଆମ୍ବୁଲାନ୍ସ : ତିନି ଗୁରୁତର
ଆଜିର ଖବର

ବାଲୁଗାଁ ବାଇପାସ ନିକଟରେ ଓଲଟି ବାର ଫୁଟ ତଳକୁ ଖସିଲା ୧୦୮ ଆମ୍ବୁଲାନ୍ସ : ତିନି ଗୁରୁତର

September 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ବାଣପୁର : ବାଣପୁର ଥାନା ଅଧିନସ୍ଥ ବାଲୁଗାଁ-ବାଣପୁର ବାଇପାସ ବେଲପଡା ଛକ ନିକଟରେ ଆଜି ସକାଳେ ଏକ ୧୦୮ ଆମ୍ବୁଲାନ୍ସ ଓଲଟିପଡିଛି । ମିଳିଥିବା ସୂଚନା ଅନୁଯାୟୀ ଆମ୍ବୁଲାନ୍ସ ଟି ଗତକାଲି ରାତିରେ ବ୍ରହ୍ମପୁର ବଡ଼ ମେଡିକାଲ ରୁ ରୋଗୀ ନେଇ କଟକ ବଡ଼ ମେଡିକାଲ ଯାଇଥିଲା ।  ରୋଗୀଙ୍କୁ ଛାଡି କଟକରୁ ବ୍ରହ୍ମପୁର ଫେରିଲାବେଳକୁ ଆଜି ସକାଳେ ବାଣପୁର-ବାଲୁଗାଁ ବାଇପାସ ନିକଟ ବେଲପଡା ଗାଁ ଛକରେ ଏକ ଗାଈ ହଠାତ ଗାଡି ସାମ୍ନା କୁ ପଳେଇଆସିବାରୁ ଭାରସାମ୍ୟ ହରାଇ ଗାଡିଟି ବାଇପାସ ରୁ ପାଖାପାଖି ୧୨ ଫୁଟ ତଳକୁ ଖସି ଓଲଟିପଡିଥିଲା । ଗାଡ଼ିରେ ଆମ୍ବୁଲାନ୍ସ ଡ୍ରାଇଭର ସମେତ ଦୁଇ ଜଣ ବ୍ୟକ୍ତି ଥିବାର ସୂଚନା ରହିଛି l ସମସ୍ତ ତିନି ଜଣ ଯାକ ଗୁରୁତର ଭାବେ ଆହତ ହୋଇ ପ୍ରଥମେ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଯାଇଥିବା ବେଳେ  ସେମାନଙ୍କୁ ଡାକ୍ତର ବ୍ରହ୍ମପୁର ସ୍ଥାନାନ୍ତରିତ କରିଦେଇଥିଲେ ।

ଆଜି ମଧ୍ୟାହ୍ନ ରେ ସମସ୍ତ କର୍ମଚାରୀ ମାନେ ଚିକିତ୍ସିତ ହୋଇ ବିଭାଗୀୟ ଅଧିକାରୀଙ୍କ ସହ ବ୍ରହ୍ମପୁର ରୁ ବାଲୁଗାଁ ଆସି ବାଣପୁର ଥାନାରେ ଏ ଘଟଣା ନେଇ ଲିଖିତ ଭାବେ ଜଣାଇଥିବାର ସୂଚନା ମିଳିଛି l ଅପରାହ୍ନ ପାଖାପାଖି ୩.୩0 ମିନିଟ ରେ ଦୁର୍ଘଟଣାଗ୍ରସ୍ତ ଆମ୍ବୁଲାନ୍ସ କୁ ହାଇଡ୍ରା ମେସିନ ସାହାଯ୍ୟରେ ବାଇପାସ ତଳୁ ଉଦ୍ଧାର କରାଯାଇଅଛି ।

ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଆତଙ୍କବାଦ ଉପରେ ଟଙ୍କା ଖର୍ଚ୍ଚ କରୁଥିବା ପାକିସ୍ତାନକୁ ମିଳିଲା ୪୧୦ ମିଲିୟନ ଡଲାରର ସମ୍ପତ୍ତି

August 25, 2025

ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କ ସମ୍ମିଳନୀ

August 25, 2025

ପାଣିପାଗ ବିଭାଗର ଚେତାବନୀ ଜାରି: ରାଜ୍ୟରେ ଏହି ତାରିଖ ଯାଏଁ ଲାଗି ରହିବ ବର୍ଷା

August 25, 2025

ଭୁବନେଶ୍ୱରରେ ନିର୍ମିତ ପ୍ରଧାନମନ୍ତ୍ରୀଙ୍କ ଚକୋଲେଟ୍‌ ପ୍ରତିମୂର୍ତ୍ତିକୁ ସେୟାର କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

August 25, 2025
Latest News

ଆତଙ୍କବାଦ ଉପରେ ଟଙ୍କା ଖର୍ଚ୍ଚ କରୁଥିବା ପାକିସ୍ତାନକୁ ମିଳିଲା ୪୧୦ ମିଲିୟନ ଡଲାରର ସମ୍ପତ୍ତି

August 25, 2025

ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କ ସମ୍ମିଳନୀ

August 25, 2025

ପାଣିପାଗ ବିଭାଗର ଚେତାବନୀ ଜାରି: ରାଜ୍ୟରେ ଏହି ତାରିଖ ଯାଏଁ ଲାଗି ରହିବ ବର୍ଷା

August 25, 2025

ଭୁବନେଶ୍ୱରରେ ନିର୍ମିତ ପ୍ରଧାନମନ୍ତ୍ରୀଙ୍କ ଚକୋଲେଟ୍‌ ପ୍ରତିମୂର୍ତ୍ତିକୁ ସେୟାର କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

August 25, 2025

ନୂଆଁଖାଇ ପର୍ବ: ନବାନ୍ନ ଲାଗି ପାଇଁ ମା’ ସମଲେଶ୍ୱରୀଙ୍କ ନିକଟରେ ପହଞ୍ଚିଲା ନୂଆ ଧାନ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.