Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଆଜିର ଖବର

ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

March 21, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଙ୍ଗ ଓ ଉଲ୍ଲାସର ପର୍ବ ହୋଲି। ଗୁରୁବାର କେତେକ ସ୍ଥାନରେ ହୋଲି ଉତ୍ସବ ପାଳନ କରାଯାଉଥିବା ବେଳେ ଶୁକ୍ରବାର ସାରା ଦେଶର ଏହି ହୋଲି ପର୍ବକୁ ଆନନ୍ଦର ସହିତ ପାଳନ କରାଯିବ। ରଙ୍ଗ ଓ ଭାଇଚାରାର ଏହି ପର୍ବକୁ ପାଳନ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଟୁଇଟ୍‌ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରଙ୍ଗ ଓ ଉଲ୍ଲାସର ପର୍ବ ହୋଲି ଉପଲକ୍ଷେ ଦେଶ ତଥା ବିଦେଶରେ ଥିବା ସମସ୍ତ ଭାରତୀୟକୁ ଶୁଭ ଅଭିନନ୍ଦନ ଜଣାଇବା ସହ ଏହି ପର୍ବ ସମସ୍ତଙ୍କ ଜୀବନରେ ଶୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ ବୋଲି ଟୁଇଟ୍‌ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ସେହିପରି ପ୍ରଧାନମନ୍ତ୍ରୀ ହୋଲିର ଶୁଭ ମୂହୁର୍ତ୍ତରେ ଦେଶର ଭାଇ ଓ ଭଉଣୀ ମାନଙ୍କୁ ହିନ୍ଦୀ ଭାଷାରେ ଶୁଭକାମନା ଜଣାଇ ଟ୍ବିଟ୍‌ କରିଛନ୍ତି।

holi pm president thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକ ଭବନରେ ଇସ୍ତଫା ପ୍ରଦାନ କଲେ ସିଦ୍ଧରମୈୟା: ଡିକେ ଶିବକୁମାର ହେବେ ନୂତନ ମୁଖ୍ୟମନ୍ତ୍ରୀ

May 28, 2026

ବାଳିକା ବିଦ୍ୟାଳୟରେ ଭୟଙ୍କର ଅଗ୍ନିକାଣ୍ଡ: ୧୬ ଛାତ୍ରୀଙ୍କ ମୃତ୍ୟୁ, ୫୦ ରୁ ଅଧିକ ଆହତ

May 28, 2026

NEET ପେପର ଲିକ୍ ରୋକିବା ପାଇଁ ବଡ଼ ପଦକ୍ଷେପ: ସେନାକୁ ଦିଆଯିବ କି ପ୍ରଶ୍ନପତ୍ର?

May 28, 2026

ନମ୍ବର ୧ ହେଲେ ବୈଭବ ସୂର୍ଯ୍ୟବଂଶୀ: ଅରେଞ୍ଜ କ୍ୟାପ୍ ପାଇଁ ବିରାଟ କୋହଲିଙ୍କ ସମ୍ଭାବନା କେତେ?

May 28, 2026
Latest News

ଲୋକ ଭବନରେ ଇସ୍ତଫା ପ୍ରଦାନ କଲେ ସିଦ୍ଧରମୈୟା: ଡିକେ ଶିବକୁମାର ହେବେ ନୂତନ ମୁଖ୍ୟମନ୍ତ୍ରୀ

May 28, 2026

ବାଳିକା ବିଦ୍ୟାଳୟରେ ଭୟଙ୍କର ଅଗ୍ନିକାଣ୍ଡ: ୧୬ ଛାତ୍ରୀଙ୍କ ମୃତ୍ୟୁ, ୫୦ ରୁ ଅଧିକ ଆହତ

May 28, 2026

NEET ପେପର ଲିକ୍ ରୋକିବା ପାଇଁ ବଡ଼ ପଦକ୍ଷେପ: ସେନାକୁ ଦିଆଯିବ କି ପ୍ରଶ୍ନପତ୍ର?

May 28, 2026

ନମ୍ବର ୧ ହେଲେ ବୈଭବ ସୂର୍ଯ୍ୟବଂଶୀ: ଅରେଞ୍ଜ କ୍ୟାପ୍ ପାଇଁ ବିରାଟ କୋହଲିଙ୍କ ସମ୍ଭାବନା କେତେ?

May 28, 2026

ବିଜେପି ସଂଗଠନରେ ବଡ଼ ଧରଣର ଅଦଳବଦଳ: ନିଯୁକ୍ତ ହେଲେ ଚାରୋଟି ରାଜ୍ୟରେ ରାଜ୍ୟ ସଭାପତି

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.