Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଷାକ୍ତ ମଦ ପିଇ ମୃତ୍ୟୁ : ଗତ 24 ଘଣ୍‌ଟା ମଧ୍ୟରେ ଗଲାଣି ପାଞ୍ଚ ଜୀବନ
ଆଜିର ଖବର

ବିଷାକ୍ତ ମଦ ପିଇ ମୃତ୍ୟୁ : ଗତ 24 ଘଣ୍‌ଟା ମଧ୍ୟରେ ଗଲାଣି ପାଞ୍ଚ ଜୀବନ

September 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଗପତ୍‌ :  ଉତ୍ତରପ୍ରଦେଶର ବାଗପତ୍‌ଠାରେ ବିଷାକ୍ତ ମଦ ପିଇ ଗତ 24 ଘଣ୍‌ଟା ମଧ୍ୟରେ 5ଜଣଙ୍କର ମୃତ୍ୟୁ ହୋଇଥିବାର ସୂଚନା ମିଳିଛି । ଚାନ୍ଦିନଗର ଥାନା ଅଞ୍ଚଳର ଚରମାଓ୍ବଲ ଗ୍ରାମରେ କିଛି ଗ୍ରାମବାସୀ ସରକାରୀ ଚୁକ୍ତିପ୍ରାପ୍ତ ଏକ ମଦ ଦୋକାନରୁ ମଦ ପିଇଥିଲଷ । ଏହି ବିଷାକ୍ତ ମଦ ପିଇ ଆଜି ସକାଳୁ ଜଣେ ଯୁବକର ମୃତ୍ୟୁ ହୋଇଛି । ଏପର୍ଯ୍ୟନ୍ତ ବିଷାକ୍ତ ମଦ ପିଇ ପାଞ୍ଚଜଣଙ୍କର ଜୀବନ ଯାଇଥିବାର ସୂଚନାରହିଛି । ଗୁରୁବାର ସକାଳୁ ଚମରାଓ୍ବଲ ଗ୍ରାମର ଶ୍ୟାମଲାଲ ନାମକ ଜଣେ ଯୁବକର ମୃତ୍ୟୁ ହୋଇଥିବାବେଳେ ଗତକାଲି ଗ୍ରାମର 4 ଜଣଙ୍କର ମୃତ୍ୟୁ ହୋଇଥିଲା । ପୋଲିସ୍‌ ଏହି ଘଟଣାରେ କେତେଜଣଙ୍କୁ ହେପାଜତରେ ନେଇଥିବାର ସୂଚନା ରହିଛି । (ଏଜେନ୍ସି)

death wine
Share. Facebook Twitter LinkedIn Email WhatsApp Copy Link

Related Posts

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ବିଜେପିକୁ ବଡ଼ ଝଟକା! ଦଳ ଛାଡ଼ି ନୂଆ ରାଜନୈତିକ ଆନ୍ଦୋଳନର ଆରମ୍ଭ କଲେ ଅନ୍ନାମଲାଇ

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026
Latest News

UP CM Birthday: ଯୋଗୀ ଆଦିତ୍ୟନାଥଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

June 5, 2026

ବିଜେପିକୁ ବଡ଼ ଝଟକା! ଦଳ ଛାଡ଼ି ନୂଆ ରାଜନୈତିକ ଆନ୍ଦୋଳନର ଆରମ୍ଭ କଲେ ଅନ୍ନାମଲାଇ

June 5, 2026

RBI Repo Rate: ଅପରିବର୍ତ୍ତିତ ରହିଲା ଚଳିତ ଆର୍ଥିକ ବର୍ଷର ରେପୋ ରେଟ, ଆରବିଆଇର ଘୋଷଣା

June 5, 2026

ଉଚ୍ଚ ଯୋଗ୍ୟତା ଲୁଚାଇ ଚାକିରି ପାଇବା ଅନ୍ୟାୟ: ସୁପ୍ରିମକୋର୍ଟ

June 5, 2026

ଚିଲିକା ମୁହାଣ ଖନନ ପାଇଁ ବିଶ୍ୱ ବ୍ୟାଙ୍କ ପ୍ରଦତ୍ତ ୧୨୫ କୋଟି ଟଙ୍କା କୁଆଡେ ଗଲା : ପ୍ରସାଦ ହରିଚନ୍ଦନ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.