Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଉ 11 ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 637କୁ ବୃଦ୍ଧି
ଆଜିର ଖବର

ଆଉ 11 ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 637କୁ ବୃଦ୍ଧି

September 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 11 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକରୁ ସର୍ବାଧିକ 4 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବର ଓ ବଲାଙ୍ଗିରରୁ 2 ଜଣ ଲେଖାଏଁ ମୃତ୍ୟୁ ହୋଇଛି । ସେହିପରି କନ୍ଧମାଳ, ନୟାଗଡ, ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

କଟକରୁ ସର୍ବାଧିକ ଚାରିଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ବୟସ ଯଥାକ୍ରମେ 75, 56, 76 ଓ 68 । ସେହିପରି ଭୁବନେଶ୍ବରର ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 35 ବର୍ଷୀୟ ଯୁବକ ଥିବାବେଳେ ଅନ୍ୟ ଜଣେ 52 ବର୍ଷୀୟ ବ୍ୟକ୍ତି । ସେହିପରି ବଲାଙ୍ଗିରର ଦୁଇ ଆକ୍ରାନ୍ତଙ୍କ ମହିଳା ହୋଇଥିବାବେଳେ ସେମାନଙ୍କ ବୟସ ଯଥାକ୍ରମେ 70 ଓ 40 ବର୍ଷ ।  କନ୍ଧମାଳରୁ  60 ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ସେହିପରି ନୟାଗଡରୁ 54 ବର୍ଷୀୟ ପୁରୁଷ ରହିଥିବାବେଳେ ମୟୂରଭଞ୍ଜରୁ 58 ବର୍ଷୀୟ ବ୍ୟକ୍ତି ରହିଛନ୍ତି ।

ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା 637କୁ ବୃଦ୍ଧି ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବନସ୍ତେ ଡାକିଲା ଗଜ, ଆସିଲା ପହିଲି ରଜ…..

June 14, 2026

ସ୍କୁଲ ଛୁଟି ବୃଦ୍ଧି କରାଯାଉ: ଓଷ୍ଟା

June 14, 2026

ବ୍ରିକ୍ସ ଏଜେଣ୍ଡାର କେନ୍ଦ୍ରବିନ୍ଦୁରେ କୃଷକ

June 14, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୁକ୍ତ କୋର୍ଟ ଚାଲାଣ

June 14, 2026
Latest News

‘ପ୍ରତିରୋଧ ହିଁ ସବୁଠାରୁ ବଡ଼ ଅସ୍ତ୍ର’: ଇଣ୍ଡିଆ ମେଣ୍ଟକୁ ରାହୁଲଙ୍କ ବାର୍ତ୍ତା

June 14, 2026

ବନସ୍ତେ ଡାକିଲା ଗଜ, ଆସିଲା ପହିଲି ରଜ…..

June 14, 2026

ସ୍କୁଲ ଛୁଟି ବୃଦ୍ଧି କରାଯାଉ: ଓଷ୍ଟା

June 14, 2026

ବ୍ରିକ୍ସ ଏଜେଣ୍ଡାର କେନ୍ଦ୍ରବିନ୍ଦୁରେ କୃଷକ

June 14, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୁକ୍ତ କୋର୍ଟ ଚାଲାଣ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.