Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ବିହାରର 541 କୋଟି ଟଙ୍କାର 7ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆଜି ବିହାରର 541 କୋଟି ଟଙ୍କାର 7ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

September 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ପୁଣି ବିହାରର 7ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ, ଆଜି ସହରାଞ୍ଚଳ ଭିତ୍ତିଭୂମି ସହ ଜଡ଼ିତ ବିହାରର 7ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି  ଉଦଘାଟନ କରିବେ। ଏଥିରେ ଚାରିଟି ଜଳଯୋଗାଣ ପ୍ରକଳ୍ପ, ଦୁଇଟି ସ୍ୱେରେଜ ଟ୍ରିଟମେଣ୍ଟ ପ୍ରକଳ୍ପ ଓ ଗୋଟିଏ ରିଭରଫ୍ରଣ୍ଟ ବିକାଶ ପ୍ରକଳ୍ପ ସାମିଲ ରହିଛି । ପ୍ରକଳ୍ପଗୁଡ଼ିକରେ 541 କୋଟି ଟଙ୍କା ବିନିଯୋଗ ହେବ। ବିହାରର ନଗର ଉନ୍ନୟନ ଓ ନିର୍ମାଣ ବିଭାଗ ଅଧୀନ ବିଡକୋ ଏସବୁ ପ୍ରକଳ୍ପର କାର୍ଯ୍ୟାନ୍ୱୟନ କରିବ । ଉଦଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ଅବସରରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ମଧ୍ୟ ଉପସ୍ଥିତ ରହିବେ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026
Latest News

ଲଜିଷ୍ଟିକ୍ସ କ୍ଷେତ୍ରରେ ବଡ଼ ସଂସ୍କାର; ଖର୍ଚ୍ଚ କମାଇବା ଓ ଯୋଗାଣ ଶୃଙ୍ଖଳା ସୁଦୃଢ଼ ପାଇଁ ନୂଆ ନୀତି

July 14, 2026

“ମୁଁ ଏକ ଉଡ଼ନ୍ତା ବସ୍ ଆଣିବି”: ଜାଣନ୍ତୁ ନୀତିନ ଗଡକରୀଙ୍କ ଯୋଜନା

July 14, 2026

ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀରେ ବଡ଼ ପରିବର୍ତ୍ତନ!: ଆରମ୍ଭ ହେବ ବାଂଲାଦେଶ ଗସ୍ତ

July 14, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ବରପାଲି ରେଳ ଷ୍ଟେସନର ପୁନଃକଳ୍ପନା

July 14, 2026

ବାଣପୁର: ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୂଣ୍ୟତିଥିରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.