Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପିପୁଲ ଫର ଦି ପବ୍ଲିକ୍ ତରଫରୁ ନୂତନ ବ୍ରହ୍ମପୁର ମହାନଗର ନିଗମ କମିଶନରଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା
ଆଞ୍ଚଳିକ

ପିପୁଲ ଫର ଦି ପବ୍ଲିକ୍ ତରଫରୁ ନୂତନ ବ୍ରହ୍ମପୁର ମହାନଗର ନିଗମ କମିଶନରଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

September 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର : ଆଜି ପିପୁଲ ଫର ଦି ପବ୍ଲିକ୍ ତରଫରୁ ନୂତନ ବ୍ରହ୍ମପୁର ମହାନଗର ନିଗମ କମିଶନରଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏଥିସହ ସଂସ୍ଥା ତରଫରୁ ପୂର୍ବରୁ କରୋନା ପାଇଁ ଚଳିତ ବର୍ଷ ହୋଲଡିଂ ଟେକ୍ସ ଛାଡ କରିବା, ଟେକ୍ସ ବୃଦ୍ଧି କରିବା ପୂର୍ବରୁ ଓଡ଼ିଶା ମହାନଗର ନିଗମ ଆଇନ, ୨୦୦୩ ଅନୁଯାୟୀ ଜନଶୁଣାଣୀ କରିବା ଏବଂ ବ୍ରହ୍ମପୁର ମହାନଗର ନିଗମ ର ସମସ୍ତ ୱ।ର୍ଡରେ କୋଭିଡ କମିଟି ଗଠନ କରାଯାଇ କାର୍ଯ୍ୟକ୍ଷମ କରିବା ବିଷୟରେ ତତ୍କାଳିନ ମହାନଗର ନିଗମ କମିଶନର ଶ୍ରୀ ଚକ୍ରବର୍ତ୍ତୀ ସିଂ ରାଥୋଡଙ୍କ ପାଖରେ ଦାବି କରାଯାଇଥିଲା । ଆଜିର ଏହି ସମ୍ବର୍ଦ୍ଧନା ସମୟରେ ନୂତନ କମିଶନର ଙ୍ ସହ ଉକ୍ତ ବିଷୟରେ ଆଲୋଚନା ହୋଇଥିଲା ।

ଏହି କାର୍ଯ୍ୟକ୍ରମରେ ସଭାପତି ଆଇନଜୀବୀ ଡଃ ସୁବ୍ରତ ସାହୁ, ସମ୍ପାଦକ ସତୀଶ୍ ପାଣିଗ୍ରାହୀ, କୋଷାଧ୍ୟକ୍ଷ କୁନାଲ ସାହୁ, ପେଟ୍ରନ ହେମାଙ୍ଗ ରାଉଳ, ଅଞ୍ଜଳି ମହାନ୍ତି, ଦିନେଶ ପଟନାୟକ, କପିଲ୍ ପାଢି, ଡ଼ାଃ ସାଗର ରଞ୍ଜନ ତ୍ରିପାଠୀ, ବିଶ୍ବନାଥ ମାରଣା ପ୍ରମୁଖ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

October 31, 2026

ଟାଙ୍ଗୀ ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି

October 26, 2026

ରଣପୁର ପ୍ରେସ୍ କ୍ଲବରେ ଶାରଦୀୟ ଭେଟଘାଟ ଓ ସମ୍ବର୍ଦ୍ଧନା ଉତ୍ସବ

October 24, 2026

ବୁଲିଯିବାକୁ କହି ଆଉ ଫେରିଲେନି ଯୁବକ

October 24, 2026
Latest News

୨୩ କିମି ବେଗରେ ମାଡ଼ି ଆସୁଛି ବାତ୍ୟା ମୁରାସୁ, କାଲି ଭୀଷଣ ବାତ୍ୟା ଆଶଙ୍କା

November 1, 2026

ଆଜି ଗ୍ଲେନ ଫିଲିପ୍ସ ଟାର୍ଗେଟରେ ୩ ବଡ଼ ରେକର୍ଡ: ଶତକର ହେବେ ନୂଆ ବାଦଶାହ

November 1, 2026

INDIA ମେଣ୍ଟ ରାଲି ପୂର୍ବରୁ କଡା ସୁରକ୍ଷା: ୪୦୦୦ ପୁଲିସ, CAPFର ୨୭୦ କମ୍ପାନୀ ମୁତୟନ

November 1, 2026

ଭୁବନେଶ୍ୱରରେ ଭୟଙ୍କର ସିରିଜ୍ ଦୁର୍ଘଟଣା: ଜୀବନ ନେଲା ଦ୍ରୁତଗାମୀ ବସ୍, ୨ ମୃତ; ଏକାଧିକ ଆହତ

November 1, 2026

ଦୀପାବଳି ପୂର୍ବରୁ ମହଙ୍ଗା ମାଡ଼! ବଢ଼ିଲା CNG ଦର

November 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.