Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱର ଗଣଦୁଷ୍କର୍ମ ମାମଲା : ସିବିଆଇ ତଦନ୍ତ ଦାବିରେ ଜନସ୍ୱାର୍ଥ ମାମଲା
ଆଜିର ଖବର

ଭୁବନେଶ୍ୱର ଗଣଦୁଷ୍କର୍ମ ମାମଲା : ସିବିଆଇ ତଦନ୍ତ ଦାବିରେ ଜନସ୍ୱାର୍ଥ ମାମଲା

September 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା ଏବେ ପୁଣି ଏକ ନୂଆ ମୋଡ଼ ନେଇଛି । ଏହି ମାମଲାର  ସିବିଆଇ ତଦନ୍ତ ପାଇଁ ଦାବି  କରାଯାଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏଭଳି ଦାବି କରଯିବା ସହ ଏନେଇ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ରୁଜୁ କରାଯାଇଛି ।

ସିବିଆଇ ତଦନ୍ତ ସହ 30 ଲକ୍ଷ କ୍ଷତିପୂରଣ ପାଇଁ ମଧ୍ୟ ପରିଷଦ ପକ୍ଷରୁ ଆବେଦନ କରାଯାଇଛି । ଏହି ଜନସ୍ୱାର୍ଥ ମାମଲାରେ ପରିଷଦ ପକ୍ଷରୁ ମୁଖ୍ୟ ଶାସନ ସଚିବ, କେନ୍ଦ୍ର ଓ ରାଜ୍ୟ ଗୃହ ସଚିବ, ପୁଲିସ ଡିଜି, ପୁଲିସ କମିଶନର ଓ ଡିସିପିଙ୍କୁ ପକ୍ଷଭୁକ୍ତ କରାଯାଇଥିବା ଜଣାଯାଇଛି । ଅନ୍ୟପକ୍ଷରେ ଏହି ଘଟଣାରେ ମହିଳା କମିଶନ ଓଟିଭି ଏମଡିଙ୍କୁ ନୋଟିସ କରିଛନ୍ତି ।ଯଦି ହାଜର ନହୁଅନ୍ତି ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ । ପୀଡିତାଙ୍କ ମା’ ଓ ଓଟିଭ ଏମଡିଙ୍କ ମଧ୍ୟରେ ହୋଇଥିବା ବାର୍ତ୍ତାଳପକୁ ଆଧାର କରି ଏହି ଘଟଣାର ତଦନ୍ତ କରାଯାଉଛି ।

ତେବେ ପୀଡିତାଙ୍କ ମା’ ଆଣିଥିବା ଅଭିଯୋଗକୁ ଆଧାର କରି ଓଟିଭ ଏମଡିଙ୍କୁ ନୋଟିସ କରିଛନ୍ତି ମହିଳା କମିଶନ । ଏହାସହ ଗତକାଲି ଘଟଣାର ତଦନ୍ତ ନେଇ ଡିସିପି ସୂଚନା ଦେଇ କହିଥିଲେ ଯେ,  ଏଫଆଇଆର୍ କପିରେ ନାଁ ନଥିବା ବ୍ୟକ୍ତିଙ୍କୁ ମଧ୍ୟ ପଚରାଉଚରା କରାଯିବ। ସେହିପରି ଘଟଣାରେ ସମ୍ପୃକ୍ତ ଥିବା ସାକ୍ଷୀମାନଙ୍କୁ ମଧ୍ୟ ପଚରା ଉଚରା କରାଯିବ ବୋଲି ଡିସିପି କହିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବନସ୍ତେ ଡାକିଲା ଗଜ, ଆସିଲା ପହିଲି ରଜ…..

June 14, 2026

ସ୍କୁଲ ଛୁଟି ବୃଦ୍ଧି କରାଯାଉ: ଓଷ୍ଟା

June 14, 2026

ବ୍ରିକ୍ସ ଏଜେଣ୍ଡାର କେନ୍ଦ୍ରବିନ୍ଦୁରେ କୃଷକ

June 14, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୁକ୍ତ କୋର୍ଟ ଚାଲାଣ

June 14, 2026
Latest News

‘ପ୍ରତିରୋଧ ହିଁ ସବୁଠାରୁ ବଡ଼ ଅସ୍ତ୍ର’: ଇଣ୍ଡିଆ ମେଣ୍ଟକୁ ରାହୁଲଙ୍କ ବାର୍ତ୍ତା

June 14, 2026

ବନସ୍ତେ ଡାକିଲା ଗଜ, ଆସିଲା ପହିଲି ରଜ…..

June 14, 2026

ସ୍କୁଲ ଛୁଟି ବୃଦ୍ଧି କରାଯାଉ: ଓଷ୍ଟା

June 14, 2026

ବ୍ରିକ୍ସ ଏଜେଣ୍ଡାର କେନ୍ଦ୍ରବିନ୍ଦୁରେ କୃଷକ

June 14, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୁକ୍ତ କୋର୍ଟ ଚାଲାଣ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.