Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବର୍ଷା ସମ୍ଭାବନା: ଜିଲ୍ଲାପାଳମାନଙ୍କୁ ଆଲର୍ଟ କଲେ ଏସଆରସି
ଆଜିର ଖବର

ବର୍ଷା ସମ୍ଭାବନା: ଜିଲ୍ଲାପାଳମାନଙ୍କୁ ଆଲର୍ଟ କଲେ ଏସଆରସି

September 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆସନ୍ତା 20 ତାରିଖରୁ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ପ୍ରାୟ ଅଞ୍ଚଳରେ ବର୍ଷା ହେବ । 19 ତାରିଖରୁ ନବରଙ୍ଗପୁର, କୋରାପୁଟ ଓ ରାୟଗଡ଼ାରେ ବର୍ଷା ହେବ । ପରେ ଏହା ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।

ତେବେ ଲଘୁଚାପ କ୍ଷେତ୍ର ଯୋଗୁଁ ସମ୍ଭାବ୍ୟ ବର୍ଷାନେଇ ସ୍ୱତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ ଜେନା ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି । କିଛି ପରିସ୍ଥିତି ଉପୁଜିଲେ ମୁକାବିଲା କରିବା ପାଇଁ ସଜାଗ ରହିବାକୁ ଏସଆରସି ଶ୍ରୀ ଜେନା ନିଦେ୍ର୍ଧଶ ଦେଇଛନ୍ତି । ଲଘୁଚାପ କ୍ଷେତ୍ର ଯୋଗୁଁ ଆସନ୍ତା 20ରୁ 23 ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ପ୍ରବଳ ବର୍ଷା ସହ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।

ଏସଆରସି ବର୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026
Latest News

ଭାରତର ଦୀର୍ଘକାଳୀନ ଇନ୍ଧନ ରଣନୀତି: ସାମ୍ପ୍ରତିକ ସଂକଟ ମୁକାବିଲାରେ ହୋଇଛି ସହାୟକ

March 13, 2026

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ସଂସଦରେ ECE ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ନୋଟିସ: ଜାଣନ୍ତୁ ଏବେ କ’ଣ ହେବ?

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.