Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ଉପନିର୍ବାଚନ: ପ୍ରାର୍ଥୀମାନେ ସେମାନଙ୍କ ଅପରାଧିକ କାର୍ଯ୍ୟ ସଂପର୍କରେ ପ୍ରଚାର କରାଇବାକୁ ବାଧ୍ୟ
ଆଜିର ଖବର

ଓଡିଶା ଉପନିର୍ବାଚନ: ପ୍ରାର୍ଥୀମାନେ ସେମାନଙ୍କ ଅପରାଧିକ କାର୍ଯ୍ୟ ସଂପର୍କରେ ପ୍ରଚାର କରାଇବାକୁ ବାଧ୍ୟ

September 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶା ଉପନିର୍ବାଚନ: ପ୍ରାର୍ଥୀମାନେ ସେମାନଙ୍କ ଅପରାଧିକ କାର୍ଯ୍ୟ ସଂପର୍କରେ ପ୍ରଚାର କରାଇବାକୁ ବାଧ୍ୟ

ଭୁବନେଶ୍ୱର, ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ତିନୋଟି ପର୍ଯ୍ୟାୟରେ ପ୍ରାର୍ଥୀଙ୍କର ଅପରାଧ ପ୍ରବଣ ପୃଷ୍ଠଭୂମି ଛାପା ଓ ଇଲଟ୍ରୋନିକ୍ ଗଣମାଧ୍ୟମ ଜରିଆରେ ପ୍ରଚାର ପ୍ରସାର କରାଇବେ। ଆଜି ଏ ନେଇ ନିର୍ବାଚନ ଅଧିକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଯେହେତୁ ଓଡ଼ିଶାର ବାଲେଶ୍ୱର ଓ ତିର୍ତ୍ତୋଲ ଆସନରେ ଉପନିର୍ବାଚନ ହେବାକୁ ଯାଉଛି ସେଥିପାଇଁ ଏହି ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ଏଥିରେ କୁହାଯାଇଛି ଯେ, ପ୍ରଥମ ପର୍ଯ୍ୟାୟ ପ୍ରଚାର ପ୍ରସାର ପାଇଁ ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ନାମାଙ୍କନ ପତ୍ର ପ୍ରତ୍ୟାହାରର ପ୍ରଥମ ଚାରିଦିନ ମଧ୍ୟରେ କରାଇବେ । ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ପ୍ରସାର ନାମାଙ୍କନ ପତ୍ର ପ୍ରାତ୍ୟାହାରର ପଞ୍ଚମରୁ ଅଷ୍ଟମ ଦିନ ମଧ୍ୟରେ ଏବଂ ସେହିପରି ତୃତୀୟ ପର୍ଯ୍ୟାୟ ପ୍ରଚାର ପ୍ରସାର ନାମାଙ୍କନ ପତ୍ର ପ୍ରତ୍ୟାହାରର ନବମ ଦିନଠାରୁ ନିର୍ବାଚନ ପ୍ରଚାରର ଶେଷ ଦିନ ମଧ୍ୟରେ ଅର୍ଥାତ୍‌ ଭୋଟ ଗ୍ରହଣର ଦୁଇଦିନ ପୂର୍ବରୁ କରାଇବେ।

ଅପ୍ରତିଦ୍ୱନ୍ଦୀ ପ୍ରାର୍ଥୀମାନଙ୍କ କ୍ଷେତ୍ରରେ ମଧ୍ୟ ଅନୁରୂପ ଭାବେ ଛାପା ଓ ଇଲଟ୍ରୋନିକ୍ ଗଣମାଧ୍ୟମ ଜରିଆରେ ପ୍ରାର୍ଥୀଙ୍କର ଅପରାଧ ପ୍ରବଣ ପୃଷ୍ଠଭୂମି ସଂପର୍କରେ ପ୍ରଚାର ପ୍ରସାର କରାଇବା ନିମନ୍ତେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ରହିଛ।

ଓଡିଶା ଉପନିର୍ବାଚନ ତିର୍ତ୍ତୋଲ ତିର୍ତ୍ତୋଲ ଉପନିର୍ବାଚନ ବାଲେଶ୍ବର ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.