Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 13 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ ସର୍ବମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା 682କୁ ବୃଦ୍ଧି
ଆଜିର ଖବର

ଆଜି 13 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ ସର୍ବମୋଟ୍‌ କରୋନା ମୃତ୍ୟୁ ସଂଖ୍ୟା 682କୁ ବୃଦ୍ଧି

September 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 13 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 3 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ପୁରୀ  ଓ କେନ୍ଦ୍ରାପଡାରୁ 2 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଜପତି, ବଲାଙ୍ଗିର, ବରଗଡ, କଟକ, ମୟୂରଭଞ୍ଜ ଓ କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତୁ ସଂଖ୍ୟା 682କୁ ବୃଦ୍ଧି ହୋଇଛି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ 3 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି ତିନି ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଭୁବନେଶ୍ବରର 49 ବର୍ଷୀୟ ପୁରୁଷ ରହିଥିବାବେଳେ ଅନ୍ୟ ଦୁଇ ମୃତକଙ୍କ ମଧ୍ୟରେ ଜଣେ 78 ବର୍ଷୀୟା ମହିଳା ଓ ଅନ୍ୟ ଜଣେ 39 ବର୍ଷୀୟ ପୁରୁଷ । ସେହିପରି ପୁରୀର ଦୁଇ ମୃତକଙ୍କ ମଧ୍ୟରେ ଜଣେ 65 ବର୍ଷୀୟ ପୁରୁଷ ରହିଥିବାବେଳେ ଅନ୍ୟ ଜଣେ 79 ବର୍ଷୀୟ ବ୍ୟକ୍ତି ।  କେନ୍ଦ୍ରାପଡାରୁ ଜଣେ 90 ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ 50 ବର୍ଷୀୟ ବ୍ୟକ୍ତି ।

ସେହିପରି  ବରଗଡ ଜିଲ୍ଲାରୁ 25 ବର୍ଷୀୟ ଯୁବକ, ବଲାଙ୍ଗିରର 82 ବର୍ଷୀୟ ବ୍ୟକ୍ତି, ଗଜପତିର 53 ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ କଟକରୁ ଆଜି ଜଣେ 65 ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଛି ।  କନ୍ଧମାଳ ଜିଲ୍ଲାରୁ ଜଣେ 77 ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାବେଳେ ମୟୂରଭଞ୍ଜରୁ 50 ବର୍ଷୀୟ ପୁରୁଷ ରହିଛନ୍ତି ।

କଟକ କରୋନା ଆକ୍ରାନ୍ତ ଖୋର୍ଦ୍ଧା ପୁରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026
Latest News

ଲୋକସଭା ନିର୍ବାଚନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବରୁଣ ଗାନ୍ଧୀ: ସାମ୍ନାକୁ ଆସିଲା ଫଟୋ

March 17, 2026

LPG ରୁ PNG କୁ ପରିବର୍ତ୍ତନ କଲେ ମିଳୁଛି ବଡ଼ ରିହାତି: ଜାଣନ୍ତୁ ଅଫର

March 17, 2026

କଂଗ୍ରେସରୁ ୩ ବିଧାୟକ ନିଲମ୍ବିତ

March 17, 2026

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.