Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୪,୦୦୦ ରୁ ଅଧିକ କୋଭିଡ ରୋଗୀ ଆରୋଗ୍ୟ
ଜାତୀୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୪,୦୦୦ ରୁ ଅଧିକ କୋଭିଡ ରୋଗୀ ଆରୋଗ୍ୟ

September 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, କ୍ରମାଗତ ଭାବେ ଦୁଇ ଦିନ ପାଇଁ ଭାରତରେ ୯୪,୦୦୦ରୁ ଅଧିକ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୯୪,୬୧୨ ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ଏହା ସହିତ ମୋଟ ସୁସ୍ଥଙ୍କ ସଂଖ୍ୟା ୪୩ ଲକ୍ଷ (୪୩,୦୩,୦୪୩) ଅତିକ୍ରମ କରିଛି। ଏହାଦ୍ୱାରା ଆରୋଗ୍ୟ ହାର ୭୯.୬୮% ଛୁଇଁଛି ।

ମୋଟ ସୁସ୍ଥ ରୋଗୀଙ୍କ ମଧ୍ୟରୁ ୬୦ ପ୍ରତିଶତ ପାଞ୍ଚଟି ରାଜ୍ୟରୁ ଯଥା – ମହାରାଷ୍ଟ୍ର, କର୍ଣ୍ଣାଟକ ଆନ୍ଧ୍ରପ୍ରଦେଶ, ଉତ୍ତରପ୍ରଦେଶ ଏବଂ ତାମିଲନାଡୁ । ଦେଶର ନୂତନ ଆରୋଗ୍ୟ ମାମଲାଙ୍କ ମଧ୍ୟରୁ ୨୩,୦୦୦ରୁ ଅଧିକ ସଂଖ୍ୟାକୁ ନେଇ ମହାରାଷ୍ଟ୍ର ଆଗରେ ଥିବା ବେଳେ କର୍ଣ୍ଣାଟକ ଏବଂ ଆନ୍ଧ୍ରପ୍ରଦେଶ ଉଭୟେ ଦିନିକିଆ ଆରୋଗ୍ୟ ଲାଭରେ ୧୦,୦୦୦ରୁ ଅଧିକ ଯୋଗଦାନ ଦେଇଛନ୍ତି ।

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୯୨,୬୦୫ ନୂତନ ସଂକ୍ରମିତ ମାମଲା ନଜରକୁ ଆସିଛି ।

ଦେଶର ଏହି ନୂତନ ସଂକ୍ରମିତ ମାମଲାଙ୍କ ମଧ୍ୟରୁ ୫୨ ପ୍ରତିଶତ ପାଞ୍ଚଟି ରାଜ୍ୟରୁ ଥିବା ବେଳେ ସର୍ବାଧିକ ଆରୋଗ୍ୟ ଲାଭ ମଧ୍ୟ ଏହି ପାଞ୍ଚୋଟି ରାଜ୍ୟରୁ ହୋଇଛନ୍ତି । ନୂତନ ସଂକ୍ରମିତଙ୍କ ମଧ୍ୟରୁ ୨୦,୦୦୦ରୁ ଅଧିକ (୨୨.୧୬%) ମହାରାଷ୍ଟ୍ରରୁ ।

ଗତ ୨୪ ଘଣ୍ଟା ମଧ୍ୟରେ ୧,୧୩୩ ଜଣଙ୍କ ମୃତ୍ୟୁ ହୋଇଛି ।

ଗତକାଲିର ମୃତକଙ୍କ ମଧ୍ୟରୁ ୩୭ ପ୍ରତିଶତ ଅର୍ଥାତ ୪୨୫ ଜଣ ମହାରାଷ୍ଟ୍ରରୁ ହୋଇଥିବା ବେଳେ ଏହା ପଛକୁ କର୍ଣ୍ଣାଟକ ଏବଂ ଉତ୍ତରପ୍ରଦେଶରୁ ଯଥାକ୍ରମେ ୧୧୪ ଏବଂ ୮୪ ଜଣଙ୍କର ମୃତ୍ୟୁ ଘଟିଛି ।

corona କରୋନା ଅପଡେଟ
Share. Facebook Twitter LinkedIn Email WhatsApp Copy Link

Related Posts

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026
Latest News

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.