ରମେଶ ମହାନ୍ତି
ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା କୋର୍ଟ କମ୍ପ୍ଲେକ୍ସ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ଚର୍ଚ୍ଚିକା ବଜାରରୁ ଚାନ୍ଦୁରା ରୋଡ୍ ଯାଏଁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ଆସନ୍ତା 27ତାରିଖ ଯାଏଁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛନ୍ତି ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର । ଜିଲ୍ଲା କୋର୍ଟ କମ୍ପ୍ଲେକ୍ସରୁ 10 କରୋନା ଆକ୍ରାନ୍ତ ଚିହ୍ନଟ ପରେ ପଦକ୍ଷେପ ନିଆଯାଇଛି । କଣ୍ଟେନମେଣ୍ଟ ଜୋନ୍ରେ ଯାତାୟତ ଉପରେ ପ୍ରତିବନ୍ଧକ ରଖାଯାଇଛି ।
Tags: