Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଗତସିଂହପୁର ଜିଲ୍ଲାରୁ ଆଜି ୧୭୩ କରୋନା ପଜିଟିଭ୍ ଚିହ୍ନଟ: ସୁସ୍ଥ ହେଲେ ୧୬୪
ଆଜିର ଖବର

ଜଗତସିଂହପୁର ଜିଲ୍ଲାରୁ ଆଜି ୧୭୩ କରୋନା ପଜିଟିଭ୍ ଚିହ୍ନଟ: ସୁସ୍ଥ ହେଲେ ୧୬୪

September 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ଆଜି ଜଗତସିଂହପୁର ଜିଲ୍ଲାରୁ ପୁଣି ୧୭୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ନାଉଗାଁ ବ୍ଲକରୁ ସର୍ବାଧିକ ୩୨ଜଣ ଚିହ୍ନଟ ହୋଇଥିବା ବେଳେ ବାଲିକୁଦା ବ୍ଲକରୁ ୧୪ଜଣ, ବିରିଡ଼ି ବ୍ଲକରୁ ୧୭ଜଣ, ଏରସମା ବ୍ଲକରୁ ୨୯ଜଣ, ଜଗତସିଂହପୁର ବ୍ଲକରୁ ୧୮ଜଣ, କୁଜଙ୍ଗ ବ୍ଲକରୁ ୨୧ଜଣ, ରଘୁନାଥପୁର ବ୍ଲକରୁ ୧୪ଜଣ, ତିର୍ତ୍ତୋଲ ବ୍ଲକରୁ ୧୨ଜଣ, ପାରାଦ୍ଵୀପରୁ ୧୩ଜଣ ଓ ଅନ୍ୟ ଜିଲ୍ଲାରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ଆଜି ଜିଲ୍ଲାରୁ ୧୬୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।ଏଥିସହିତ ଜିଲ୍ଲାରୁ ସମୁଦାୟ ଚିହ୍ନଟ ହୋଇଥିବା ୪୩୮୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩୧୭୩ ଜଣ ସୁସ୍ଥ ହୋଇଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ବର୍ତ୍ତମାନ ଜିଲ୍ଲାରେ ୧୨୦୫ ଜଣ ଆକ୍ରାନ୍ତ ସକ୍ରିୟ ରହିଛନ୍ତି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

କରୋନା ପଜିଟିଭ୍ ଜଗତସିଂହପୁର ଜିଲ୍ଲା ସୁସ୍ଥ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.