ଭାରତରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଲୋଚନା। ଦେଶରେ ଗ୍ୟାସ ଭିତ୍ତିଭୂମିକୁ ବିକଶିତ କରିବା ପାଇଁ ଆମେରିକୀୟ କମ୍ପାନୀଙ୍କୁ ନିମନ୍ତ୍ରଣ କଲେ ଧର୍ମେନ୍ଦ୍ର। ଦ୍ବିପାକ୍ଷିକ ସାମରିକ ଉର୍ଜା ଉପରେ ଗୁରୁତ୍ୱାରୋପ। ଧର୍ମେନ୍ଦ୍ର ପ୍ରଧାନ
ଓଡ଼ିଶାରେ ୬୨ଟି ଅତିରିକ୍ତ ପିଜି ସିଟ୍ ବୃଦ୍ଧି: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ November 1, 2025