Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାପଘରୁ ଶାଶୁଘରକୁ ଆସୁନଥିଲେ ସ୍ତ୍ରୀ : ରାଗରେ ସ୍ବାମୀ କଲେ ଏପରି କାଣ୍ଡ …
ଅପରାଧ

ବାପଘରୁ ଶାଶୁଘରକୁ ଆସୁନଥିଲେ ସ୍ତ୍ରୀ : ରାଗରେ ସ୍ବାମୀ କଲେ ଏପରି କାଣ୍ଡ …

September 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶର ଦମୋହଠାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସନକୁଇଆ ଗ୍ରାମର ଜଣେ ବ୍ୟକ୍ତି ନିଜ ଶଶୁର ଓ ଶାଳୀଙ୍କୁ ଜୀବନରୁ ମାରି ଦେଇଥିବାର ସୂଚନା ରହିଛି । ଅପରପକ୍ଷରେ ତାଙ୍କ ସ୍ତ୍ରୀଙ୍କ ଅବସ୍ଥା ମଧ୍ୟ ଗୁରୁତର ରହିଛି। ଏହି ଘଟଣା ପରେ ସମ୍ପୃକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି । ପୋଲିସ୍‌ କହିବାନୁସାରେ ସ୍ତ୍ରୀ ଶଶୁରାଳୟକୁ ନ ଯିବା କାରଣରୁ ଏପରି କ ଘଟଣାଘଟିଛି ।

ମିଳିଥିବା ସୂଚନା ଅନୁସାରେ ସନକୁଇଆ ଗ୍ରାମରେ ରହୁଥିବା ଦ୍ରୌପଦୀ ଅହରଓ୍ବାଲ  ପନ୍ନ ଜିଲ୍ଲାର ସିମରିଆ ଥାନା ନିକଟସ୍ଥ ଏକ ଗ୍ରାମରେ ହୋଇଥିଲା । ବିବାହ ପରେ ବି ଦ୍ରୌପଦୀ ନିଜ ବାପ ଘରେ ହିଁ ରହୁଥିଲେ । ନିଜ ସ୍ତ୍ରୀକୁ ନେବା ପାଇଁ ଦ୍ରୌପଦୀଙ୍କ ସ୍ବାମୀ ବହୁ ବାର ଶଶୁର ଘରକୁ ଆସୁଥିଲେ ମଧ୍ୟ ସେ ତାଙ୍କ ସ୍ବାମୀଙ୍କ ସାଙ୍ଗରେ ଯାଉନଥିଲେ । ଏହି ଘଟଣାକୁ ନେଇ ତାଙ୍କ ଦ୍ରୌପଦୀଙ୍କ ସ୍ବାମୀ ରାଗରେ ଏଭଳି ଏକ କାଣ୍ଡ ଘଟାଇଛନ୍ତି ।

ଦ୍ରୌପଦୀଙ୍କ ସ୍ବାମୀ ବୁଟିଆ ଶଶୁର ଘରକୁ ଆସି ଜିନିଷପତ୍ର ଭଙ୍ଗାରୁଜା କରିବା ସହିତ ଛୁରୀ ଚଳାଇଥିଲେ । ଦ୍ରୌପଦୀକୁ ବଞ୍ଚାଇବା ପାଇଁ ଦ୍ରୌପଦୀଙ୍କ ବାପା ଓ ଭଉଣୀ ଆସିଥିବାବେଳେ ବୁଟିଆ ନିଜ ଉପରୁ ନିୟନ୍ତ୍ରଣ ହରାଇ ତିନିଜଣଙ୍କୁ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ତିନିଜଣଙ୍କୁ ହସ୍ପିଟାଲ ନିଆଯାଇଥିଲା । କିନ୍ତୁ ହସ୍ପିଟାଲରେ ଦ୍ରୌପଦୀଙ୍କ ବାପା ଓ ଭଉଣୀ ସେଠାରେ ଶେଷନିଃଶ୍ବାସ ତ୍ୟାଗ କରିଥିଲେ । ଅପରପକ୍ଷରେ ଗୁରୁତର ଅବସ୍ଥାରେ ଦ୍ରୌପଦୀ ଜିଲ୍ଲା ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତେବେ ବିଳମ୍ବିତ ରାତ୍ରିରେ ଅଭିଯୁକ୍ତ ବୁଟିଆ ଅହରିଓ୍ବାଲଙ୍କୁ ପୋଲିସ୍‌ ଗିରଫ କରିଥିବାର ସୂଚନା ରହିଛି । (ଏଜେନ୍ସି)

husband murder
Share. Facebook Twitter LinkedIn Email WhatsApp Copy Link

Related Posts

“କୌଣସି ବର୍ଗକୁ ଅପମାନ କରିବା ଭୁଲ”: “ଘୁଷଖୋର ପଣ୍ଡିତ” ର ନିର୍ମାତାଙ୍କୁ କଡ଼ା ଭର୍ତ୍ସନା କଲେ ସୁପ୍ରିମକୋର୍ଟ

February 12, 2026

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026
Latest News

“କୌଣସି ବର୍ଗକୁ ଅପମାନ କରିବା ଭୁଲ”: “ଘୁଷଖୋର ପଣ୍ଡିତ” ର ନିର୍ମାତାଙ୍କୁ କଡ଼ା ଭର୍ତ୍ସନା କଲେ ସୁପ୍ରିମକୋର୍ଟ

February 12, 2026

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026

ଲାଲକିଲ୍ଲା ବିସ୍ଫୋରଣରେ ଜୈଶ-ଏ-ମହମ୍ମଦର ହାତ: UNSC ରିପୋର୍ଟକୁ ପାକିସ୍ତାନର ଆପତ୍ତି

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.