Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝାରସୁଗୁଡାରେ ବଜାର କଟକଣା : ଜାଣନ୍ତୁ କେତେବେଳେ ଖୋଲା ରହିବ ବଜାର
ଆଜିର ଖବର

ଝାରସୁଗୁଡାରେ ବଜାର କଟକଣା : ଜାଣନ୍ତୁ କେତେବେଳେ ଖୋଲା ରହିବ ବଜାର

September 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଝାରସୁଗୁଡା : କରୋନା ସଂକ୍ରମଣ ରୋକିବାକୁ ବ୍ୟବସାୟୀ ସଂଘ ପଦକ୍ଷେପ ଗ୍ରହଣ କରିଛି । ଜିଲ୍ଲା ବାଣିଜ୍ୟ ସଂଘ ପକ୍ଷରୁ ବିଭିନ୍ନ ବଣିକ ସଂଘ ସହ ଆଲୋଚନା ହୋଇଛି । ଆଲୋଚନା କ୍ରମେ ସକାଳ 7ଟାରୁ ଦିନ 12ଟା ଯାଏ ବଜାର ଖୋଲା ରଖିବାକୁ ନିଷ୍ପତ୍ତି ନିଆଯାଇଛି ।

ସୂଚନାଯୋଗ୍ୟ, ଝାରସୁଗୁଡାରେ କରୋନା ମାମଲାରେ ବୃଦ୍ଧି ଘଟିଛି । ଝାରସୁଗୁଡାରେ ମୋଟ୍‌ସଂକ୍ରମିତଙ୍କ ସଂଖ୍ୟା 3 ହଜାର 991ରେ ପହଞ୍ଚିଥିବାବେଳେ ସୁସ୍ଥଙ୍କ ସଂଖ୍ୟା 2 ହଜାର 927 । ସେହିପରି ଏବେ ସୁଦ୍ଧା ଜିଲ୍ଲାରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 1063 ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

୬୬ ପୋଲିସ ଅଧିକାରୀ ଓ ସରକାରୀ ଆଇନଜୀବୀଙ୍କୁ ସମ୍ମାନିତ କଲେ ଡିଜିପି

August 13, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସାଇବର ସୁରକ୍ଷା ଅଭିଯାନ

August 13, 2026

ଏଡ୍‌ସ ସମ୍ପର୍କିତ ଶିକ୍ଷା ଓ ସଚେତନତା ଅଭିଯାନର ତୃତୀୟ ପର୍ଯ୍ୟାୟ-୩.୦ ଶୁଭାରମ୍ଭ

August 13, 2026

ଅଗଷ୍ଟ ୧୩ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 13, 2026
Latest News

ସେମିକଣ୍ଡକ୍ଟର ଶିଳ୍ପ: ଓଡ଼ିଶାରେ ସମ୍ଭାବନାକୁ ଲୋକସଭାରେ ଉଠାଇଲେ କେନ୍ଦ୍ରମନ୍ତ୍ରୀ

August 13, 2026

୬୬ ପୋଲିସ ଅଧିକାରୀ ଓ ସରକାରୀ ଆଇନଜୀବୀଙ୍କୁ ସମ୍ମାନିତ କଲେ ଡିଜିପି

August 13, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସାଇବର ସୁରକ୍ଷା ଅଭିଯାନ

August 13, 2026

ଏଡ୍‌ସ ସମ୍ପର୍କିତ ଶିକ୍ଷା ଓ ସଚେତନତା ଅଭିଯାନର ତୃତୀୟ ପର୍ଯ୍ୟାୟ-୩.୦ ଶୁଭାରମ୍ଭ

August 13, 2026

ଅଗଷ୍ଟ ୧୩ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.