Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 14 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 797କୁ ବୃଦ୍ଧି
ଆଜିର ଖବର

ଆଜି 14 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 797କୁ ବୃଦ୍ଧି

September 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 14 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଓ କଟକରୁ ସର୍ବାଧିକ 3 ଜଣ ଲେଖାଏଁଙ୍କର ମୃତ୍ୟୁ ହୋଇଥିବାବେଳେ   ଯାଜପୁର ଓ କେନ୍ଦ୍ରାପଡାରୁ 2 ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଢେଙ୍କାନାଳ, ସୁବର୍ଣ୍ଣପୁର, ଗଜପତି  ଓ ବଲାଙ୍ଗିରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 797କୁ ବୃଦ୍ଧି

ଖୋର୍ଦ୍ଧା ଜିଲ୍ଲାରୁ ମୃତ୍ୟୁବରଣ କରିଥିବା ତିନି ଆକ୍ରାନ୍ତଙ୍କ ମଧ୍ୟର ଜଣେ 67 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଭୁବନେଶ୍ବରୁ ଜଣଷ 42 ବର୍ଷୀୟ ଓ ଅନ୍ୟ ଜଣେ 58 ବର୍ଷୀୟ ରହିଛନ୍ତି । ସେହିପରି କଟକରୁ ଆଜି 45 ବର୍ଷୀୟା ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଦୁଇ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ 56 ଓ 42 ବର୍ଷ । ଯାଜପୁରରୁ ଜଣେ 65 ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ 55 ବର୍ଷୀୟା ମହିଳା । ସେହିପରି କେନ୍ଦ୍ରାପଡାରୁ ଜଣେ 35 ବର୍ଷୀୟା ମହିଳା ଥିବାବେଳେ ଅନ୍ୟ ଜଣେ 52 ବର୍ଷୀୟ ବ୍ୟକ୍ତି ରହିଛନ୍ତି । ବଲାଙ୍ଗିରରୁ 60 ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବାବେଳେ ଢେଙ୍କାନାଳରୁ 45 ବର୍ଷୀୟ ବ୍ୟକ୍ତି, ସୁବର୍ଣ୍ଣପୁରରୁ 31 ବର୍ଷୀୟା ମହିଳା, ଗଜପତିରୁ 63 ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ।

କଟକ କରୋନା ଖୋର୍ଦ୍ଧା
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026

ବଡ଼ମାଳ ମହୋତ୍ସବ ଦହନା: ଦର୍ଶକଙ୍କୁ ବାନ୍ଧି ରଖିଲା ହସ୍ୟକବିଙ୍କ ବ୍ୟଙ୍ଗ, ନାଚ ଗୀତରେ ଦୁଲୁକିଲା ମଞ୍ଚ

February 9, 2026

ଅନ୍ଧାରରେ ବୁଡ଼ିଯିବ ବାଂଲାଦେଶ?: ବିଦ୍ୟୁତ୍ ଯୋଗାଣ ବନ୍ଦ କରିବାକୁ ଧମକ ଦେଲା ଆଦାନୀ ଗ୍ରୁପ୍

February 9, 2026
Latest News

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026

ବଡ଼ମାଳ ମହୋତ୍ସବ ଦହନା: ଦର୍ଶକଙ୍କୁ ବାନ୍ଧି ରଖିଲା ହସ୍ୟକବିଙ୍କ ବ୍ୟଙ୍ଗ, ନାଚ ଗୀତରେ ଦୁଲୁକିଲା ମଞ୍ଚ

February 9, 2026

ଅନ୍ଧାରରେ ବୁଡ଼ିଯିବ ବାଂଲାଦେଶ?: ବିଦ୍ୟୁତ୍ ଯୋଗାଣ ବନ୍ଦ କରିବାକୁ ଧମକ ଦେଲା ଆଦାନୀ ଗ୍ରୁପ୍

February 9, 2026

ପାକିସ୍ତାନର ୟୁ-ଟର୍ଣ୍ଣ: ଟି୨୦ ବିଶ୍ୱକପରେ ଭାରତ ସହିତ ଖେଳିବାକୁ ରାଜି

February 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.