Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 16କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଆଠଶହ ଟପିଲା
ଆଜିର ଖବର

ଆଜି 16କରୋନା ଆକ୍ରାନ୍ତଙ୍କ ମୃତ୍ୟୁ : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଆଠଶହ ଟପିଲା

September 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଉ 16 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ବାଲେଶ୍ବରରୁ ସର୍ବାଧିକ 3ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବରରୁ ମୟୂରଭଞ୍ଜ, ପୁରୀରୁ 2 ଜଣ ଆକ୍ରାନ୍ତ ଲେଖାଏଁ ରହିଥିବାବେଳେ  ଗଞ୍ଜାମ, କଳାହାଣ୍ଡି, କଟକ, କନ୍ଧମାଳ, ଢେଙ୍କାନାଳ, ନବରଙ୍ଗପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 813କୁ ବୃଦ୍ଧି

ବାଲେଶ୍ବରରୁ ଆଜି ସର୍ବାଧିକ ତିନି ଆକ୍ରାନ୍ତଙ୍କର ମୃତ୍ୟୁହୋଇଥିବାବେଳେ ମୃତକଙ୍କ ମଧ୍ୟରେ ଜଣେ 65 ବର୍ଷୀୟା ମହିଳା ରହିଛନ୍ତି । ସେହିପରି ଅନ୍ୟ ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 55ବର୍ଷୀୟ ବ୍ୟକ୍ତି ଓ ଅନ୍ୟ ଜଣେ 63 ବର୍ଷୀୟ ବ୍ୟକ୍ତି ବୋଲି ସୂଚନା ରହିଛି । ସେହିପରି ଭୁବନେଶ୍ବରରୁ ଦୁଇ ମୃତକଙ୍କ ମଧ୍ୟରେ 63 ବର୍ଷୀୟ ମହିଳା ଓ ଅନ୍ୟ ଜଣେ 78 ବର୍ଷୀୟ ପୁରୁଷ ବୋଲି ସୂଚନା ରହିଛି । ପୁରୀରୁ ଦୁଇ ମୃତକଙ୍କ ମଧ୍ୟରେ ଜଣେ 65 ବର୍ଷୀୟ ବ୍ୟକ୍ତି ଥିବାବେଳେ ଅନ୍ୟ ଜଣେ 79 ବର୍ଷୀୟ ବ୍ୟକ୍ତି । ସେହିପରି ମୟୂରଭଞ୍ଜର ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 40 ବର୍ଷୀୟ ପୁରୁଷ ଓ ଅନ୍ୟ ଜଣେ 70 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ବଲାଙ୍ଗିରରୁ 66 ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ କଟକରୁ 67 ବର୍ଷୀୟ ବ୍ୟକ୍ତି, ଢେଙ୍କାନାଳରୁ 61 ବର୍ଷୀୟ ବ୍ୟକ୍ତି, ଗଞ୍ଜାମରୁ 55 ବର୍ଷୀୟ ମହିଳା, କଳାହାଣ୍ଡିରୁ 45 ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଥିବାବେଳେ କନ୍ଧମାଳରରୁ 63 ବର୍ଷୀୟ ପୁରୁଷ, ନବରଙ୍ଗପୁରରୁ 54 ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡି ଘୋଷଣା କଲା ନୂଆପଡା ଉପନିର୍ବାଚନ ପାଇଁ କମିଟି, ବବି ଦାସ ଆଉଟ

October 8, 2025

ନୂଆପଡା ଉପନିର୍ବାଚନରେ ମନମୋହନ ସାମଲ ପ୍ରାର୍ଥୀ ହେବେ କି ? ଚାଲିଛି ଜୋରଦାର ଚର୍ଚ୍ଚା

October 8, 2025

ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ

October 8, 2025

ପ୍ରଥମ ଐତିହାସିକ ଭାରତ ଗସ୍ତରେ ୟୁକେର ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ

October 8, 2025
Latest News

ବିହାରରେ ରାଜନୈତିକ ହଲଚଲ ବୃଦ୍ଧି: ଜରୁରୀକାଳୀନ ବୈଠକ ଡାକିଲା ଚିରାଗ ପାସୱାନଙ୍କ ଦଳ

October 8, 2025

ବିଜେଡି ଘୋଷଣା କଲା ନୂଆପଡା ଉପନିର୍ବାଚନ ପାଇଁ କମିଟି, ବବି ଦାସ ଆଉଟ

October 8, 2025

ନୂଆପଡା ଉପନିର୍ବାଚନରେ ମନମୋହନ ସାମଲ ପ୍ରାର୍ଥୀ ହେବେ କି ? ଚାଲିଛି ଜୋରଦାର ଚର୍ଚ୍ଚା

October 8, 2025

ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ

October 8, 2025

ଭାରତରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଟେଲିକମ୍ ଏବଂ ୫ଜି ବଜାର, ନେତୃତ୍ୱ ନେବାକୁ ପ୍ରସ୍ତୁତ ଦେଶ: ପ୍ରଧାନମନ୍ତ୍ରୀ

October 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.