Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରୁ ଆଜି 3067ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

ରାଜ୍ୟରୁ ଆଜି 3067ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

September 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି  3 ହଜାର 67କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1809ଜଣ ଚିହ୍ନଟ ହୋଇଥିବାବେଳେ 1258ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 2 ଲକ୍ଷ 15ହଜାର676କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 1 ଲକ୍ଷ 77 ହଜାର 585 ଜଣ ।  ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 37ହଜାର210ଜଣ । ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 813ଜଣ । ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

ଆଜି ରାଜ୍ୟର 30ଟି ଜିଲ୍ଲାରୁ ମୋଟ୍‌ 3ହଜାର 235ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ 555ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ 129, ବାଲେଶ୍ବରରୁ 146, ବରଗଡରୁ 69, ଭଦ୍ରକରୁ 59, ବଲାଙ୍ଗିରରୁ 78, ବୌଦ୍ଧରୁ 45, କଟକରୁ 230, ଦେବଗଡରୁ 15, ଢେଙ୍କାନାଳରୁ91,  ଗଜପତିରୁ 21, ଗଞ୍ଜାମରୁ 34, ଜଗତସିଂହପୁରରୁ 84, ଯାଜପୁରରୁ 60, ଝାରସୁଗୁଡାରୁ 96, କଳାହାଣ୍ଡିରୁ 54, କନ୍ଧମାଳରୁ 81, କେନ୍ଦ୍ରାପଡାରୁ 94, କେଉଁଝରରୁ 81, କୋରାପୁଟରୁ 55, ମାଲକାନଗିରିରୁ 24, ମୟୂରଭଞ୍ଜରୁ 143, ନବରଙ୍ଗପୁରରୁ 58, ନୟାଗଡରୁ 68, ନୂଆପଡାରୁ 85, ପୁରୀରୁ 178, ରାୟଗଡାରୁ 41,  ସମ୍ବଲପୁରରୁ 98, ସୋନପୁରରୁ 22, ସୁନ୍ଦରଗଡରୁ 62ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟ୍‌ପୁଲ୍‌ରୁ 211ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026
Latest News

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.