Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୃଣମୂଳ କଂଗ୍ରେସ ହେଲା କେବଳ ତୃଣମୂଳ, କଂଗ୍ରେସ ନାମ ହଟାଇଲେ ଦିଦି
ଆଜିର ଖବର

ତୃଣମୂଳ କଂଗ୍ରେସ ହେଲା କେବଳ ତୃଣମୂଳ, କଂଗ୍ରେସ ନାମ ହଟାଇଲେ ଦିଦି

March 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନିଜ ଦଳର ଲୋଗୋରୁ କଂଗ୍ରେସର ନାମ ହଟାଇଛି ତୃଣମୂଳ କଂଗ୍ରେସ। କଂଗ୍ରେସରୁ ଅଲଗା ହେବାର ୨୧ ବର୍ଷ ପରେ ମମତା ବାନାର୍ଜୀଙ୍କ ଏହି ଦଳ ନିଜର ଲୋଗୋରୁ ହଟାଇଛି କଂଗ୍ରେସର ନାମ। ବର୍ତ୍ତମାନ ତୃଣମୂଳ କଂଗ୍ରେସର ନୂତନ ନାମ ତୃଳମୂଳ ରହିଛି। ଏକ ସପ୍ତାହ ଧରି ଏହି ଲୋଗୋ ପରିବର୍ତ୍ତନ ହୋଇଥିବା ତୃଣମୂଳ ପକ୍ଷରୁ ସୂଚନା ମିଳିଛି। ୧୯୯୮ରେ ପରସ୍ପର ଠାରୁ ଅଲଗା ହାେଇଥିଲେ ଏହି ଦୁଇ ଦଳ। ୨୧ବର୍ଷ ପରେ ବର୍ତ୍ତମାନ ପରିବର୍ତ୍ତନର ସମୟ ଆସିଛି ବୋଲି ତୃଣମୂଳର ଜନୈକ ବରିଷ୍ଠ ନେତା କହିଛନ୍ତି। ନିଜର ସମସ୍ତ ପୋଷ୍ଟର, ବ୍ୟାନରରୁ କଂଗ୍ରେସର ନାମ ପ୍ରତ୍ୟାହାର କରି ନେଇଛି ତୃଣମୂଳ। କଂଗ୍ରେସର ନାମ ହଟାଇଥିଲେ ମଧ୍ୟ ନିର୍ବାଚନ କମିଶନଙ୍କ ନିକଟରେ ଏହା ତୃଣମୂଳ କଂଗ୍ରେସ ନାମରେ ପଞ୍ଜୀକୃତ ରହିବ। ଦଳର ଫେସ୍‌ବୁକ୍‌, ଟ୍ବିଟ୍ଟର ପେଜ୍‌, ମୁଖ୍ୟମନ୍ତ୍ରୀଙ୍କ ପୁତୁରା ଅଭିଷେକ ବାନାର୍ଜୀ ଏବଂ ତୃଣମୂଳ ନେତା ଡେରେକ୍‌ ଓ ବ୍ରାଏନ୍‌ ଏହି ନୂତନ ଲୋଗୋ ବ୍ୟବହାର କରୁଛନ୍ତି।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁଝରରେ ଚାଞ୍ଚଲ୍ୟ: ଜନସେବା କେନ୍ଦ୍ର ମାଲିକଙ୍କୁ ଗୁଳି କରି ନିର୍ମମ ହତ୍ୟା, ଲୁଟି ନେଲେ ଟଙ୍କା ବ୍ୟାଗ୍

September 29, 2026

ପଶୁପାଳକଙ୍କ ପାଇଁ ସରକାରଙ୍କ ବଡ଼ ଆଶ୍ୱାସନା: ଏବେ ଗୋଟିଏ କ୍ଲିକ୍‌ରେ ହେବ ପଶୁଧନ ବୀମା, ୧୩ଟି ଭାଷାରେ ଖୋଲିଲା ନୂଆ ପୋର୍ଟାଲ୍

September 29, 2026

ଲୋକେସନ୍ ଟ୍ରାକିଂ ଠାରୁ ଏସଓଏସ ଆଲର୍ଟ ପର୍ଯ୍ୟନ୍ତ: ପିଲା ଏବଂ ବୟସ୍କଙ୍କ ସୁରକ୍ଷା ସୁନିଶ୍ଚିତ କରିବ ଜିଓ ସିଲ୍ଡ

September 29, 2026

ବିଶ୍ୱ ଦକ୍ଷତା ପ୍ରତିଯୋଗିତା ସାଂଘାଇ ୨୦୨୬ରେ ୧୦ମ ସ୍ଥାନ ହାଲ କଲା ଭାରତ

September 29, 2026
Latest News

କେନ୍ଦୁଝରରେ ଚାଞ୍ଚଲ୍ୟ: ଜନସେବା କେନ୍ଦ୍ର ମାଲିକଙ୍କୁ ଗୁଳି କରି ନିର୍ମମ ହତ୍ୟା, ଲୁଟି ନେଲେ ଟଙ୍କା ବ୍ୟାଗ୍

September 29, 2026

ପଶୁପାଳକଙ୍କ ପାଇଁ ସରକାରଙ୍କ ବଡ଼ ଆଶ୍ୱାସନା: ଏବେ ଗୋଟିଏ କ୍ଲିକ୍‌ରେ ହେବ ପଶୁଧନ ବୀମା, ୧୩ଟି ଭାଷାରେ ଖୋଲିଲା ନୂଆ ପୋର୍ଟାଲ୍

September 29, 2026

ସାବଧାନ ଗାଡ଼ି ଚାଳକ! ବଦଳୁଛି ଚାଲାଣ ଆଦାୟ ନିୟମ

September 29, 2026

ଲୋକେସନ୍ ଟ୍ରାକିଂ ଠାରୁ ଏସଓଏସ ଆଲର୍ଟ ପର୍ଯ୍ୟନ୍ତ: ପିଲା ଏବଂ ବୟସ୍କଙ୍କ ସୁରକ୍ଷା ସୁନିଶ୍ଚିତ କରିବ ଜିଓ ସିଲ୍ଡ

September 29, 2026

ବାସ୍ତୁ ନିୟମ: ଟ୍ରେଜେରି ସଫା ରଖିଲେ ବୃଦ୍ଧି ପାଏ ଧନ, ଜାଣନ୍ତୁ କେଉଁଠି ରଖିବେ ଟଙ୍କା-ପଇସା

September 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.