Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଉଗାଁର “ଜୀବନ ବିନ୍ଦୁ” କାର୍ଯ୍ୟକ୍ରମରେ ବିଧାୟକ ପ୍ରଶାନ୍ତ ମୁଦୁଲି: ୬୦ ୟୁନିଟ ରକ୍ତ ସଂଗ୍ରହ
ଆଞ୍ଚଳିକ

ନାଉଗାଁର “ଜୀବନ ବିନ୍ଦୁ” କାର୍ଯ୍ୟକ୍ରମରେ ବିଧାୟକ ପ୍ରଶାନ୍ତ ମୁଦୁଲି: ୬୦ ୟୁନିଟ ରକ୍ତ ସଂଗ୍ରହ

October 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: କରୋନା ମହାମାରୀ ସମୟରେ ରକ୍ତ ସଙ୍କଟ ସମସ୍ୟାର ସମାଧାନକୁ ଦୃଷ୍ଟିରେ ରଖି ପବିତ୍ର ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ଉପଲକ୍ଷେ ଆଜି ନାଉଗାଁ ବ୍ଲକ୍ ଅନ୍ତର୍ଗତ ତିରୁଣା ଏକତା ସ୍ପୋର୍ଟିଂ କ୍ଳବ ଏବଂ ଓଡ଼ିଆ ମୋ ପରିବାରକୁ ନେଇ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର (ଜୀବନବିନ୍ଦୁ) କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଫିତାକାଟି ଉକ୍ତ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏଥିସହିତ ନେହେରୁ ଯୁବକେନ୍ଦ୍ରର ସଂଯୋଜକ ନିଖିଲି କୋକୋଲା, ସହ ସଂଯୋଜକ ପବିତ୍ର ମୋହନ ସୁବୁଦ୍ଧି, ଜୀବନ ବିନ୍ଦୁ ଜିଲ୍ଲା ସଂଯୋଜକ ମଧୁସୂଦନ ସାହୁ, ନାଉଗାଁ ବ୍ଲକ ଅଧକ୍ଷ ଜଗନ୍ନାଥ ଦାସ, ନାଉଗାଁ ୨ନଂ ଜୋନ ଜିଲ୍ଲାପରିଷଦ ସଭ୍ୟ ସୁବଳ ବେହେରା, ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ପ୍ରକାଶ ବସ୍ତିଆ ଏବଂ ବିଜୁ ଜନତାଦଳ ବ୍ଲକ ସଭାପତି ସୁଜିତ କୁମାର ମଲ୍ଲିକ ପ୍ରମୂଖ ଯୋଗଦେଇ ରକ୍ତ ଦାନ କରିବା ସହିତ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ।

ଏହି ଶିବିରରେ ୬୦ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା। ଏକତା ସ୍ପୋଟିଂ କ୍ଲବର ସଭାପତି ଜ୍ଞାନରଞ୍ଜନ ପରିଡା, ରାଧାଶ୍ୟାମ ସ୍ୱାଇଁ, କୋଷାଧ୍ୟକ୍ଷ ଆଲୋକ ସାହୁ, ଉପଦେଷ୍ଟା ମୁକେଶ ପରିଡା, ତୋଫାନ ପରିଡାଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ। ଏହି ଅବସରରେ ତିରୁଣା ଗ୍ରାମରେ ବୃକ୍ଷରୋପଣ କରାଯାଇଥିଲା।

କରୋନା ମହାମାରୀ ଜୀବନ ବିନ୍ଦୁ ନାଉଗାଁ ରକ୍ତ ସଂଗ୍ରହ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

ଦଳବିରୋଧୀ କାର୍ଯ୍ୟ: ବିଜେଡିରୁ ଦୁଇ ଜିଲ୍ଲା ପରିଷଦ ସଭ୍ୟ ନିଲମ୍ବିତ

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Latest News

ଓଡ଼ାପଡ଼ା ତହସିଲଦାର ସସ୍‌ପେଣ୍ଡ

October 18, 2026

ଭୁବନେଶ୍ୱର ବିମାନବନ୍ଦରରେ ୧.୮୦ କୋଟି ଟଙ୍କାର ମାରିଜୁଆନା ଜବତ

October 18, 2026

ଅନଲାଇନ୍ ଟ୍ରେଡିଂ ନାଁରେ ୬୨ ଲକ୍ଷ ଟଙ୍କା ଠକେଇ: ମାଷ୍ଟରମାଇଣ୍ଡ ସମେତ ୩ ଗିରଫ

October 18, 2026

ବାଂଲାଦେଶ କକ୍ସ ବଜାର ରିସର୍ଟରେ ଅଗ୍ନିକାଣ୍ଡ: ଗୋଟିଏ ପରିବାରର ୬ ଜଣଙ୍କ ସମେତ ୧୦ ମୃତ

October 18, 2026

ନୋଏଡ଼ାରେ ଗୋଟିଏ ଘରୁ ୫ ଜଣଙ୍କ ମୃତଦେହ ଜବତ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.