Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୦୬୬ ଜଣ କୋରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୦୬୬ ଜଣ କୋରୋନା ଆକ୍ରାନ୍ତ

October 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟରୁ ୪୦୬୬ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୬୪୮ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୫୨୧ ଜଣ, ଅନୁଗୁଳରୁ ୨୨୫, ଯାଜପୁରରୁ ୧୮୧, ସୁନ୍ଦରଗଡରୁ ୧୬୭, ଜଗତସିଂହପୁରରୁ ୧୫୨, ନୂଆପଡାରୁ ୧୫୨, ବରଗଡରୁ ୧୪୧, ନବରଙ୍ଗପୁରରୁ ୧୩୫, ସମ୍ବଲପୁରରୁ ୧୨୮, ଭଦ୍ରକରୁ ୧୨୭, ବାଲେଶ୍ବରରୁ୧୧୯, ମୟୂରଭଞ୍ଜରୁ ୧୧୪, କନ୍ଧମାଳରୁ ୧୦୮, କେନ୍ଦ୍ରାପଡାରୁ ୧୦୬, ପୁରୀରୁ ୧୦୫, ଝାରସୁଗୁଡାରୁ ୯୧, ବଲାଙ୍ଗିରିରୁ ୮୧, କେନ୍ଦୁଝରରୁ ୬୫, ମାଲକାନଗିରିରୁ ୬୫, ରାୟଗଡାରୁ ୬୧, ସୋନପୁରରୁ ୬୧, ଗଞ୍ଜାମରୁ ୬୦, କଳାହାଣ୍ଡିରୁ ୬୦, କୋରାପୁଟରୁ ୬୦, ବୌଦ୍ଧରୁ ୫୯, ଢେଙ୍କାନାଳରୁ ୫୭, ନୟାଗଡରୁ ୪୧, ଦେବଗଡରୁ ୧୪, ଗଜପତିରୁ ୧୩ ଏବଂ ଷ୍ଟେଟ ପୁଲରୁ ୧୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୯ ହଜାର ୩୮୭ ଥିବା ବେଳେ ୧ ଲକ୍ଷ ୯୮ ହଜାର ୧୯୪ ଜଣ ସୁସ୍ଥ ହୋଇଘରକୁ ଫେରିଛନ୍ତି। ସେହିପରି ୩୦ ହଜାର ୨୪୮ ଜଣ ଚିକିତ୍ସିତ ହେଉଥିବା ବେଳେ ୮୯୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

corona update Odisha recovered
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Latest News

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.