Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଡିଗଲା ହାଇଓ୍ବା : ତିନି ଗୁରୁତର
ଆଜିର ଖବର

ମାଡିଗଲା ହାଇଓ୍ବା : ତିନି ଗୁରୁତର

October 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦୁଝର : ଘରେ ଶୋଇଥିବାବେଳେ ହାଇଓ୍ବା ମାଡ଼ି ଯାଇ ଗୋଟିଏ ପରିବାରର ତିନିଜଣ ଗୁରୁତର ହୋଇଛନ୍ତି । ଏଭଳି ଏକ ଅଭାବନୀୟ ଘଟଣା କେନ୍ଦୁଝର ଜିଲ୍ଲା ବଲାଣୀ ଥାନା ଅନ୍ତର୍ଗତ ଡର୍ବି ଛକରେ ଘଟିଛି । ଗତକାଲି ବିଳମ୍ବିତ ରାତ୍ରିରେ ଏହି ଦୁର୍ଘଟଣା ଘଟିଛି ।

ଭାରସାମ୍ୟ ହରାଇ ହାଇଓ୍ବାଟି ଡର୍ବି ଛକରେ ଥିବା ଗୋପାଳ ମୁଣ୍ଡାଙ୍କ ଘରଭିତରେ ପଶିଯାଇଥିଲା । ଘରେ ଶୋଇଥିବା ତିନି ପିଲାଙ୍କ ଉପରେ ଚଢିଯାଇଥିଲା ହାଇଓ୍ବା । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅପରପକ୍ଷରେ ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଛି ହାଇଓ୍ବା ଡ୍ରାଇଭର । ପୋଲିସ୍‌ ହାଇଓ୍ବାକୁ ଜବତ କରିବା ସହ ମାଲିକକୁ ଅଟକ ରଖିଛି ।

ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026

ଓଡିଶା ସାହିତ୍ୟ ଏକାଡେମୀ ତରଫରୁ ପଦ୍ମଶ୍ରୀ ପ୍ରଫେସର ହର୍‍ମାନ କୁଲ୍‍କେଙ୍କ ସ୍ମୃତିସଭା

March 15, 2026
Latest News

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

Assembly Elections 2026: ଦେଖନ୍ତୁ ସମସ୍ତ ପାଞ୍ଚଟି ରାଜ୍ୟର ସମ୍ପୂର୍ଣ୍ଣ ନିର୍ବାଚନ କାର୍ଯ୍ୟସୂଚୀ

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.