Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ବରରୁ 319 ଆକ୍ରାନ୍ତ ଚିହ୍ନଟ, 315 ଜଣ ସୁସ୍ଥ
ଆଜିର ଖବର

ଆଜି ଭୁବନେଶ୍ବରରୁ 319 ଆକ୍ରାନ୍ତ ଚିହ୍ନଟ, 315 ଜଣ ସୁସ୍ଥ

October 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ଭୁବନେଶ୍ବର ମହାନଗରରୁ ଆଜି ଆଉ 319ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ମୋଟ୍‌ 319 ଜଣ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ରୁ 92ଜଣ ରହିଥିବାବେଳେ 227ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ଚିହ୍ନଟ ହୋଇଥିବାର ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି ।

ରସୁଲଗଡରୁ 16ଜଣ ରହିଥିବାବେଳେ ପଟିଆରୁ 13 ଜଣ, ଚନ୍ଦ୍ରଶେଖରପୁରରୁ 10ଜଣ, ୟୁନିଟ୍‌-6 ଅଞ୍ଚଳରୁ 10, ଡୁମୁଡୁମା, ଓଲ୍ଡ ଟାଉନ୍‌ ଓ ମଞ୍ଚେଶ୍ବରରୁ 8 ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି ।

ସେହିପରି ଆଜି ରାଜଧାନୀ ଭୁବନେଶ୍ବରରୁ 315ଜଣ ସୁସ୍ଥ ହୋଇଛନ୍ତି । ନୂତନ 319 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 23 ହଜାର 549ରେ ପହଞ୍ଚିଥିବାବେଳେ ସୁସ୍ଥଙ୍କ ସଂଖ୍ୟା 19 ହଜାର888ରେ ପହଞ୍ଚିଛି । ସେହିପରି ରାଜଧାନୀ ଭୁବନେଶ୍ବରରେ 104 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 3 ହଜାର 5372ଜଣ ।

 

Update on newly detected #COVID19 cases in the last
24 hrs under the BMC area on 5th Oct 2020(till 9am).

Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/6CaNCJL3zM

— BMC (@bmcbbsr) October 5, 2020

ବିଏମ୍‌ସି
Share. Facebook Twitter LinkedIn Email WhatsApp Copy Link

Related Posts

ଆଲିଆ ଭଟ୍ଟଙ୍କୁ କାହିଁକି କ୍ଷମା ମାଗିଲେ ପ୍ରିୟଙ୍କା ଗାନ୍ଧୀ?: ଜାଣନ୍ତୁ କାରଣ

October 8, 2025

ଏବେ ମାଗଣାରେ ଦେଖନ୍ତୁ ଲାଇଭ୍ ଟିଭି ଏବଂ ସିନେମା!: ଜାଣନ୍ତୁ ପ୍ରକ୍ରିୟା

October 8, 2025

Air Force Day: ‘ଅପରେସନ ସିନ୍ଦୂର’ ର ନାୟକମାନଙ୍କୁ ସମ୍ମାନିତ କଲା ଭାରତୀୟ ବାୟୁସେନା

October 8, 2025

ଇଣ୍ଡିଆ-ଅଷ୍ଟ୍ରେଲିଆ କ୍ରିକେଟ ସିରିଜ: ଭାରତରେ କେତେବେଳେ ଆରମ୍ଭ ହେବ ମ୍ୟାଚ୍? ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

October 8, 2025
Latest News

ପୁଣି ଥରେ ଜେଡିୟୁକୁ ଝଟକା ଦେବେ କି ଚିରାଗ ପାସୱାନ?: ଦେଲେ ଏଭଳି ସଂକେତ!

October 8, 2025

ଆଲିଆ ଭଟ୍ଟଙ୍କୁ କାହିଁକି କ୍ଷମା ମାଗିଲେ ପ୍ରିୟଙ୍କା ଗାନ୍ଧୀ?: ଜାଣନ୍ତୁ କାରଣ

October 8, 2025

ଏବେ ମାଗଣାରେ ଦେଖନ୍ତୁ ଲାଇଭ୍ ଟିଭି ଏବଂ ସିନେମା!: ଜାଣନ୍ତୁ ପ୍ରକ୍ରିୟା

October 8, 2025

Air Force Day: ‘ଅପରେସନ ସିନ୍ଦୂର’ ର ନାୟକମାନଙ୍କୁ ସମ୍ମାନିତ କଲା ଭାରତୀୟ ବାୟୁସେନା

October 8, 2025

ଇଣ୍ଡିଆ-ଅଷ୍ଟ୍ରେଲିଆ କ୍ରିକେଟ ସିରିଜ: ଭାରତରେ କେତେବେଳେ ଆରମ୍ଭ ହେବ ମ୍ୟାଚ୍? ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

October 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.