Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ବିଧାୟକଙ୍କ ଆଶୁ ଆରୋଗ୍ୟ କାମନା କରି ମା’ ଭଗବତୀଙ୍କ ନିକଟରେ ସାମୂହିକ ଦ୍ବୀପ ଦାନ କଲା ବାଣପୁର ବିଜୁ ଜନତା ଦଳ
ଆଞ୍ଚଳିକ

ଚିଲିକା ବିଧାୟକଙ୍କ ଆଶୁ ଆରୋଗ୍ୟ କାମନା କରି ମା’ ଭଗବତୀଙ୍କ ନିକଟରେ ସାମୂହିକ ଦ୍ବୀପ ଦାନ କଲା ବାଣପୁର ବିଜୁ ଜନତା ଦଳ

October 6, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ବର୍ତ୍ତମାନ କରୋନାରେ ଆକ୍ରାନ୍ତ ହୋଇ ସଙ୍ଗରୋଧରେ ଅଛନ୍ତି। ଏହି ଖବର ତାଙ୍କର ହଜାର ହଜାର ଅନୁଗାମୀମାନଙ୍କୁ ବ୍ୟଥିତ କରିଛି। ସେପ୍ଟେମ୍ବର ୨୮ ତାରିଖରେ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବଙ୍କ ସମେତ ଓଡିଶା ବିଧାନସଭାର ୧୨ ଜଣ ବିଧାୟକ ଏବଂ ମନ୍ତ୍ରୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିଲା। ସେହିଦିନ ଠାରୁ ବିଧାୟକ ବର୍ତ୍ତମାନ ସଙ୍ଗରୋଧରେ ଅଛନ୍ତି। ପ୍ରତିଦିନ ନିଜର ପ୍ରିୟ ନେତାଙ୍କ ଆଶୁ ଆରୋଗ୍ୟ କାମନା କରୁଛନ୍ତି ବହୁ କର୍ମୀମାନେ। ଏହି ପରିପ୍ରେକ୍ଷୀରେ ଆଜି ଅପରାହ୍ନରେ ବାଣପୁର ବ୍ଲକ ବିଜେଡି ଯୁବ ସଭାପତି ତଥା ବିଷ୍ଣୁଡିହ ଗ୍ରାମ ପଞ୍ଚାୟତ ସରପଞ୍ଚ ଶେଷଦେବ ପ୍ରଧାନଙ୍କ ନେତୃତ୍ୱରେ ବାଣପୁର ବିଜୁ ଜନତା ଦଳ ତରଫରୁ ଚିଲିକା ବିଧାୟକଙ୍କ ଆଶୁ ଆରୋଗ୍ୟ କାମନାକରି ମା’ ଭଗବତୀଙ୍କ ନିକଟରେ ସାମୂହିକ ଦ୍ବୀପ ଦାନ ଓ ପ୍ରାର୍ଥନା କରାଯାଇଥିଲା।

ବିଧାୟକ ଶୀଘ୍ର କରୋନାରୁ ସୁସ୍ଥ ହୋଇ ଚିଲିକା ନିର୍ବାଚନମଣ୍ଡଳୀରେ ବିଗତ ଏକ ବର୍ଷ ମଧ୍ୟରେ କରିଥିବା ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ବାଣପୁର ବ୍ଲକ ବିଜେଡି ଯୁବ ସଭାପତି ଶେଷଦେବ ପ୍ରଧାନ ମା’ ଭଗବତୀଙ୍କ ନିକଟରେ ପ୍ରାର୍ଥନା କରିଥିଲେ।

ଏଥି ସହ ଚିଲିକା ତଥା ଖୋର୍ଦ୍ଧା ଜିଲ୍ଲାର ସମସ୍ତ ଜନସାଧାରଣ ବିଧାୟକଙ୍କ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା ଜାରି ରଖିଛନ୍ତି ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଥିଲେ। କରୋନା କଟକଣାକୁ ଦୃଷ୍ଟିରେ ରଖି କର୍ମୀମାନଙ୍କ ଦ୍ୱାରା ଉକ୍ତ କାର୍ଯ୍ୟକ୍ରମ କରାଯାଇଥିଲା।

ସାମୂହିକ ଦ୍ବୀପ ଦାନ କାର୍ଯ୍ୟକ୍ରମରେ ଚିଲିକା ବିଧାୟକଙ୍କ ପ୍ରତିନିଧି ଗୋପୀନାଥ ମହାରଣା, ପୁରୀ ସାଂସଦ ପ୍ରତିନିଧି ମାନସ ରଞ୍ଜନ ପ୍ରଧାନ, କୁମାରାଙ୍ଗ ଗ୍ରାମ ପଞ୍ଚାୟତ ସରପଞ୍ଚ ମନୋଜ ପ୍ରଧାନ, ଗାଲୁଆ ଗ୍ରାମ ପଞ୍ଚାୟତ ସରପଞ୍ଚଙ୍କ ପ୍ରତିନିଧି ଚିତ୍ତରଞ୍ଜନ ସାମନ୍ତରାୟ, ବାଣପୁର ବ୍ଲକର ବରିଷ୍ଠ ବିଜେଡି ନେତା ଦିବାକର ଶାସମଲ୍, ଯୁବ ନେତା ନିରଞ୍ଜନ ପ୍ରଧାନ, ଆଲୋକ ପ୍ରଧାନ, ରଂଜିତ ନାୟକ, ସମ୍ବିତ ବରାଳ, ଅଶୋକ ନରେନ୍ଦ୍ର ସିଂ ଏବଂ ବହୁ ନେତା ଓ କର୍ମୀ ମାନେ ଯୋଗଦେଇଥିଲେ।

ଆଶୁ ଆରୋଗ୍ୟ କାମନା ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦ୍ଦେବ ବାଣପୁର ବିଜୁ ଜନତା ଦଳ ମା’ ଭଗବତୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026
Latest News

ଭୋଟ ପୂର୍ବରୁ ଝଟକା: ନୁସରତ ଜାହାନଙ୍କୁ ସମନ

April 21, 2026

ମଣିପରୁରେ ଭୂମିକମ୍ପ

April 21, 2026

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.